ମୁମ୍ବାଇ: ବିଭିନ୍ନ ମହଲରୁ ଚାପ ପଡିବା ପରେ ଶେଷରେ ଡାବର ତାର ବିବାଦୀୟ ବିଜ୍ଞାପନ ନେଇ କ୍ଷମା ମାଗିଛି । କରୱାଚୌଥ ଦିନ ଡାବର ଏହାର ଫେମ ବ୍ଲିଚ ବିଜ୍ଞାପନ ପ୍ରସାରିତ କରିଥିଲା । ଏଥିରେ ସମଲିଙ୍ଗୀ ଯୋଡି ଏହାକୁ ପାଳନ କରୁଥିବା ଦେଖିବାକୁ ମିଳିଥିଲା । ଯାହାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା । ସୋସିଆଲ ସାଇଟରେ ଏହାର ବୟକଟ ଦାବୀ ଜୋର ଧରିବା ପରେ କମ୍ପାନୀ ଶେଷର ନରମ ପଡିବାକୁ ବାଧ୍ୟ ହୋଇଥିଲା ।
କ୍ଷମା ମାଗିବା ସତ୍ୱେ ଡାବର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତମ ମିଶ୍ର କହିଛନ୍ତି । ହିନ୍ଦୁ ଧର୍ମର ପର୍ବଗୁଡିକୁ ସବୁବେଳେ ଉଦ୍ଦେଶ୍ୟମୂଳକ ଭାବେ ଟାର୍ଗେଟ କରାଯାଉଛି । ଏହି ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି ।
BREAKING NEWS
- ନନ୍ଦନକାନନରେ ସାମିଲ ୩୬ ନୂଆ ପ୍ରଜାତିର ପଶୁପକ୍ଷୀ
- ୧୦ ବର୍ଷ ବୟସରେ ମା’ଙ୍କୁ ହରାଇଲେ, ବର୍ଷକ ପରେ ପିତାଙ୍କୁ:ଏବେ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ଜିତି ରଚିଲେ ଇତିହାସ
- ଖୁଦୁରୁକୁଣୀ ଭସାଣି ବେଳେ ଏସ୍ଆଇଙ୍କୁ ଆକ୍ରମଣ;ଡିଜେ ବଜାଇବାକୁ ନେଇ…
- ଫ୍ଲାଇଦୁବାଇ କୋ-ପାଇଲଟଙ୍କ ଆକ୍ରମଣ ଘଟଣାରେ କଣ କହିଲା ୟୁଏଇ?
- Odisha Travel Bazaar Inauguration ଓଡିଶା ହେଉ ପର୍ଯ୍ୟଟକଙ୍କ ସ୍ୱର୍ଗ: ମୁଖ୍ୟମନ୍ତ୍ରୀ
- କାର୍ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ମାମଲା ରୁଜୁ
- ପୁରୀରେ ନିର୍ମାଣ ହେବ ନୂଆ ପତିତପାବନ ଭକ୍ତ ନିବାସ, ସେବାୟତ ଓ ତୀର୍ଥଯାତ୍ରୀଙ୍କୁ ମିଳିବ ଅଧିକ ସୁବିଧା
- ସୁବର୍ଣ୍ଣରେଖାରେ ଭାସିଗଲେ ପର୍ଯ୍ୟଟକ, ଉତ୍ତରପ୍ରଦେଶରୁ ଆସିଥିଲେ…
- ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖାଦ୍ୟରେ ପୋକ, କ୍ୟାମ୍ପସରେ ଉତ୍ତେଜନା
- Asian Games: ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ଭାରତ, ପାକିସ୍ତାନକୁ ହରାଇ ଗୋଲ୍ଡ ହାତେଇଲା ଟିମ୍ ଇଣ୍ଡିଆ

Comments are closed.