ମୁମ୍ବାଇ: ଦାଦା ସାହେବ ଇଂଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛନ୍ତି । ଏହାର ୫ମ ସଂସ୍କରଣରେ ତାହ୍ନାଜୀ ଦି ଅନସଙ୍ଗ ୱାରିୟର ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି । ଅକ୍ଷୟ କୁମାର ଲକ୍ଷ୍ମୀ ପାଇଁ ଏବଂ ଦୀପିକା ପାଦୁକୋନ ଛପାକ ଫିଲ୍ମ ନିମନ୍ତେ ଶ୍ରେଷ୍ଠ ଅଭିନେତା ଓ ଅଭିନେତ୍ରୀ ପୁରସ୍କାର ହାତେଇଛନ୍ତି ।
ପୁରସ୍କାର ତାଲିକା
ଶ୍ରେଷ୍ଠ ଆନ୍ତର୍ଜାତୀୟ ଫିଲ୍ମ: ପାରାସାଇଟ, ଶ୍ରେଷ୍ଠ ଫିଲ୍ମ: ତାହ୍ନାଜୀ ଦି ଅନସଙ୍ଗ ୱାରିୟର, ଶ୍ରେଷ୍ଠ ନିର୍ଦ୍ଦେଶକ: ଅନୁରାଗ ବସୁ(ଲୁଡୋ), ଶ୍ରେଷ୍ଠ ଅଭିନେତା: ଅକ୍ଷୟ କୁମାର (ଲକ୍ଷ୍ମୀ), ଶ୍ରେଷ୍ଠ ଅଭିନେତ୍ରୀ:ଦୀପିକା ପାଦୁକୋନ (ଛପାକ), କ୍ରିଟିକ୍ସ ଶ୍ରେଷ୍ଠ ଅଭିନେତା: ସୁଶାନ୍ତ ସିଂ ରାଜପୁତ (ଦିଲ ବେଚାରା), ଶ୍ରେଷ୍ଠ ଅଭିନେତ୍ରୀ:କିୟାରା ଆଡଭାନୀ (ଗିଲ୍ଟି), ଶ୍ରେଷ୍ଠ ସହ ଅଭିନେତା: ବିକ୍ରାନ୍ତ ମେସି (ଛପାକ) ଓ ଶ୍ରେଷ୍ଠ ସିନେମାଟାଗ୍ରାଫର:ଜିତିନ ହରମିତ ସିଂ (ଖୁଦା ହାଫିଜ) ।
BREAKING NEWS
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
Comments are closed.