Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ

ତା ୨୭-୧୦-୨୦୨୦ ମଙ୍ଗଳବାର

ଆଜି ଦିନର ମହତ୍ତ୍ୱ

ଆଜି ୨୦୨୦ ମସିହା ଅକ୍ଟୋବର ତା ୨୭ ମଙ୍ଗଳବାର ତୁଳା ୧୧ ଦିନ ଆଶ୍ବିନ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି ପୂର୍ବ ଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର

ଘାତ ବାର: ମକର ରାଶିର

ଘାତ ଚନ୍ଦ୍ର: ମିଥୁନ ରାଶି ପୁରୁଷ ଓ ମୀନ ରାଶିର

ଆଜି ଶିମ୍ବ ଖାଇବା ନିଷେଧ

ଆଜି ପାପାଙ୍କୁଶା ଏକାଦଶୀ , ମା’ଙ୍କ ଭସାଣି ପର୍ବ

ମେଷ:ଆଜି ଦେବଦର୍ଶନର ସୁଯୋଗମିଳିବ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ଯେଉଁକାମ କରିବେ ସେଥିରେ ସଫଳତା ମିଳିବ । ମହିଳାମାନେ ସୌଭାଗ୍ଯ ବତୀ ହେବେ ।

ବୃଷ: ପ୍ରତେକଟି ଦିଗରୁ ଲାଭ ବାନ ହେବେ । ଧାର୍ମିକ ଅନୁଷ୍ଠାନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

ମିଥୁନ: ଯଗି ରଖି ଚଳନ୍ତୁ ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ।ବ୍ଯବସାୟରେ ଆଶାନୁରୂପ ସଫଳତା ମିଳିବ ।

କର୍କଟ: ଆଜି ଆପଣଙ୍କୁ ସଫଳତା ମିଳିବ । ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ପରାଜୟ ହେବେ । କର୍ମ କ୍ଷେତ୍ରରେ ମାନ ସମ୍ମାନ ମିଳିବ । ବ୍ୟବସାୟରୁ ଲାଭ ଭାନ ହେବେ। ପ୍ରେମରେ ସଫଳତା ମିଳିବ।

ସି˚ହ: ମନରେ ଦ୍ବନ୍ଦ୍ବ ରହିବ ।ଶତୃମାନେ ପରାଜିତ ହେବେ ।କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଉତ୍ତମ ରହିରହିବ । ବନ୍ଧୁ ମାନେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।

କନ୍ୟା:ଆଜି ଆପଣଙ୍କ ମନ ଅଶାନ୍ତ ରହିବା ସହ ବୃଥା ଭାବନା ଦେଖା ଦେବ । ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।ବିଦ୍ଯାର୍ଥୀମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।

ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। କେହି ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର: ଆଜି ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରରୁ ପୁର୍ଣ୍ଣ ସହଯୋଗ ମିଳିବ। ପୂର୍ବର କାମ ପୂରା କରିବା ଲାଗି ନୂଆ ଯୋଜନା କରିବେ ।ବ୍ୟବସାୟରେ ରେ ସଫଳତା ମିଳିବ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ମଧ୍ୟମ ରହିବ। ବ୍ୟବସାୟରେ ସଫଳତା ମିଳିବ ।ମହିଳାମାନେ ପ୍ରଶଂସନୀୟ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ।

ମୀନ:ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ମିଳିବ । ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର, ମୋବାଇଲ ନମ୍ବର :୯୪୩୭୨୨୫୪୩୪

Leave A Reply

Your email address will not be published.