Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  

ତା୨୭-୧୧-୨୦୨୦ ଶୁକ୍ରବାର

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୭ ରିଖ ଶୁକ୍ରବାର ବିଛା ୧୨ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ମୁକ୍ତ ତ୍ରୟୋଦଶୀ ତିଥି ଅଶ୍ଵିନୀ ନକ୍ଷତ୍ର ମେଷ ଚନ୍ଦ୍ର   

ଘାତ ବାର-: ବିଛା ଧନୁ ଓ ମୀନ ରାଶିର   

ଘାତ ଚନ୍ଦ୍ର:- ମେଷ ରାଶିର

ଆଜି: ପୋଇ ଓ ବାଇଗଣ ଖାଇବା ନିଷେଧ

ଆଜି-ମହାପ୍ରଭୁଙ୍କର ନାଗାର୍ଜୁନ ବେଶ

ମେଷ : କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ଯାତ୍ରାରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ଶତୃମାନେପରାଜିତ ହେବେ  ବ୍ଯବସାୟରେ ଆଶାନୁରୂପ ଲାଭବାନ ହେବେ । ହଠାତ୍ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ବୃଷ : ଆଜି ଆପଣ ଯଗିରଖି ଚଳନ୍ତୁ ସାମାନ୍ୟ କଥାକୁ ନେଇ ବାଦବିବାଦ ଦେଖା ଦେଇପାରେ ।ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଆଉ ହତାଶ ହେବେ ।ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ । ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।

ମିଥୁନ : ଆଜି ଆପଣଙ୍କୁ ଲକ୍ଷ୍ମୀଙ୍କର କୃପା ମିଳିବ । ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ ।ବ୍ଯବସାୟୀମାନେ ଲାଭବାନ ହେବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟ ପାଇଁ ଚିନ୍ତିତ ହେବେ ।

କର୍କଟ :ପ୍ରତେକଟି କାର୍ଯ୍ୟରେ ସିଦ୍ଧି ଲାଭ କରିବେ । ଅପରାହ୍ନରେ ଶୁଭ ଖବର ପାଇ ମନ ଖୁସି ରହିବ ।ଶରୀର ସୁସ୍ଥ ରହିବ ।ଯାତ୍ରା ପାଇଁ ଦିନଟି ଶୁଭପ୍ରଦ ହେବ ।ମହିଳାମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ହେବ

ସିଂହ: ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ବ୍ଯବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଲାଭବାନ ହେବେ ।ସତସଙ୍ଗ ଓ ଧର୍ମ ଚର୍ଚ୍ଚା ପ୍ରତି ମନ ବଳାଇବେ ।ସ୍ଵାଦିଷ୍ଟ ଭୋଜନ ମିଳିବ ।ପାରିବାରିକ ଜୀବନ ସୁଖମୟ ହେବ।

କନ୍ୟା : ସ୍ନେହ ଶ୍ରଦ୍ଧା ସଦ୍ଇଛା ପାଇ ଖୁସି ହେବେ । କର୍ମ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ଯାଦା ବୃଦ୍ଧି ପାଇବ ।ସ୍ତ୍ରୀ ଙ୍କ ପ୍ରେରଣାରୁ ଉପକୃତ ହେବେ ।ବହୁଦିନର ସମସ୍ଯା ସମାଧାନ ହେବ ।ଶତୃମାନେ ପରାଜିତ ହେବେ ।

ତୁଳା : ପରିବାରରେ ମନମାଳିନ୍ୟ ଦେଖା ଦେଇପାରେ ।ବ୍ଯବସାୟରେ ଲାଭ ପରିବର୍ତ୍ତେ କ୍ଷତି ହେବ ।ମହିଳାମାନେ ଅଶାନ୍ତି ରେ ଦିନ କାଟିବେ । ଶାରୀରିକ ଏବଂ ମାନସିକ ଅସୁସ୍ଥତା ଦେଖାଦେବ । ବରିଷ୍ଠ ଅଧିକାରୀମାନଙ୍କର ସହାଯ୍ଯ ସହଯୋଗ ମିଳିବ ପାଇବେ ନାହିଁ ।

ବିଛା : ଦୀର୍ଘ ଦିନର ଅଭିଳାଷ ପୁରଣ ହେବ ।ବ୍ଯବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।ଅଟକି ରହିଥିବା କାର୍ଯ୍ଯକୁ ସମ୍ପୁର୍ଣ୍ଣ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ କୃତିତ୍ବ ଅର୍ଜନ କରିବେ ।ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟା ହେବେ ।

ଧନୁ: ଶାରୀରିକ ଏବଂ ମାନସିକ ପାରିବାରିକ ସୁଖ ଆଉ ଆନନ୍ଦ ମିଳିବ । ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ କଟିବ। ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ।

ମକର: ଆଜି ଦିନ ଭଲ ଅଛି, ମାନସିକ ଶାନ୍ତି ମିଳିବ । ପ୍ରତ୍ୟେକ ପ୍ରତିଯୋଗିତା ରେ ସଫଳତା ପାଇବେ। ମହିଳାମାନେ କୌଣସି ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସନୀୟା ହେବେ । ସ୍ଵାଦିଷ୍ଟ ଭୋଜନ ପ୍ରାପ୍ତି ହେବ ।

କୁମ୍ଭ : ଆଜି ସାଂସାରିକ ଜୀବନରେ ଭୁଲ୍ ବୁଝାମଣା ଦେଖାଦେବ । ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ମନୋ ନିବେଶ କରିବେ । ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର୍ଯ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭର ଯୋଗ ରହିଛି ।

ମୀନ :ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ । ପୂର୍ବର ସମସ୍ୟା ଦୂର ହେବ ଶାନ୍ତି ମିଳିବ ।ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ମଧ୍ୟାହ୍ନ ପରେ ପରିବାର ପାଇଁ ଚିନ୍ତିତ ହେବେ ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର,ମୋବାଇଲ ନମ୍ବର :୯୪୩୭୨୨୫୪୩୪

Leave A Reply

Your email address will not be published.