Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ
ତା ୨୮-୧୨-୨୦୨୦ ସୋମବାର


*-ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର
ମୋବାଇଲ ନମ୍ବର :୯୪୩୭୨୨୫୪୩୪

ଆଜି ଦିନର ମହତ୍ତ୍ୱ.
ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା ୨୮ ରିଖ ସୋମବାର ଧନୁ ୧୪ ଦିନ ମାର୍ଗଶିର ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର
ଘାତ ବାର-: ମିଥୁନ ରାଶିର
ଘାତ ଚନ୍ଦ୍ର:- ବିଛା ରାଶି ପୁରୁଷଙ୍କର
ଆଜି – ବିରି ଦ୍ରବ୍ୟ ଖାଇବା ନିଷେଧ

ମେଷ :
କର୍ମ କ୍ଷେତ୍ରରେ ବାଦ ବିବାଦର ସମ୍ମୁଖୀନ ହେବେ ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଅସଫଳତା ଲାଭ କରିବେ ।ଗ୍ରାହ୍ଯସ୍ଥ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଯାତ୍ରା ଜନିତ ପୀଡା ଅନୁଭବ କରିବେ ।

ବୃଷ :
ଦେହ ମନ ସୁସ୍ଥ ରହିବ ।ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିବେ ।ନିଜର ଜୀବନ ସାଥୀ ପୂର୍ଣ୍ଣ ସହଯୋଗ କରିବ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ ସଫଳତା ପାଇବେ ।ଶତୃମାନେ ପରାଜିତ ହେବେ ।

ମିଥୁନ :
ବହୁଦିନର ଆଶା ଆଙ୍କାକ୍ଷା ପୂରଣ ହେବ । ସ୍ଵାଦିଷ୍ଟ ଭୋଜନ ମିଳିବ ।ଭାତୃ ବିବାଦ ପାରିବାରିକ ଅଶାନ୍ତି ଦୂରେଇ ଯିବ ।ମହିଳାମାନେ ଗୃହ କାର୍ଯ୍ୟରେ ପ୍ରଶଂସନୀୟା ହେବେ ।ଆୟ ବୃଦ୍ଧି ଘଟିବ ।ଦୂର ସ୍ଥାନକୁ ଯାତ୍ରା କରିବେ ।

କର୍କଟ :
ଶାରୀରିକ ଓ ମାନସିକ ପୀଡା ଦେଖା ଦେବ । ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ ।କୌଣସି ବ୍ୟକ୍ତି ଅସମ୍ମାନିତ କରିପାରେ ।ପାରିବାରିକ ଜୀବନରେ ବାଦ ବିବାଦ ଦେଖା ଦେବ ।ବ୍ଯବସାୟରେ ଆଶାନୁରୂପ ସଫଳତା ପାଇବେ ନାହିଁ ।

ସିଂହ:
ଯଗିରଖି ଚଳନ୍ତୁ ନଚେତ୍ ଅସୁବିଧା ପଡିପାରନ୍ତି । ଆଶା ଆଶଙ୍କା ଦେଇ ଗତି କରିବେ ।ନିଜର ଲୋକମାନେବିରୁଦ୍ଧାଚରଣ କରିବେ ।ପରିବାରରେ ମତପାର୍ଥକ୍ଯ ଦେଖା ଦେବ । ବ୍ଯବସାୟରେ ଦ୍ରବ୍ୟ ନଷ୍ଟ ବା ଚୋରୀ ହେବାର ସମ୍ଭାବନା ରହିଛି। ।ଶତୃମାନେ ଚକ୍ରାନ୍ତ କରିବେ ।

କନ୍ୟା :
ଆଜି ଦିନଟି ସମ୍ପୁର୍ଣ୍ଣ ଭଲରେ କଟିବ ।ଆର୍ଥିକ ଅଭିବୃଦ୍ଧି ଘଟିବ ।ପାରିବାରିକ ଜୀବନରେ ସୁଖ ଶାନ୍ତି ବିରାଜମାନ କରିବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ।ଲୋକସମ୍ପର୍କ ବୃଦ୍ଧି ପାଇବ ।ନୂତନ ଗୃହ ବା ଭୂମି କ୍ରୟ କରିବେ ।

ତୁଳା :
ମନ ନିର୍ମଳ ରହିବ ଦେହ ମନ ସୁସ୍ଥ ରହିବ ।ପ୍ରତ୍ୟେକ ଦିଗରୁ ଶୁଭ ଫଳ ପାଇବ ।ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ବିଦ୍ଯାରେ ଖ୍ଯାତି ଅର୍ଜନ କରିବେ ।

ବିଛା :

ସ୍ଥିରତା ଅବଲମ୍ବନ କରନ୍ତୁ ।କର୍ମ କ୍ଷେତ୍ରରେ ବାଦବିବାଦ ଦେଖା ଦେବ। ପାରିବାରିକ ସମସ୍ଯା ମନକୁ ଭାରାକ୍ରାନ୍ତ କରାଇବ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ । ଶାରୀରିକ ପୀଡା ଅନୁଭବ କରିବେ ।

ଧନୁ:
ଯଗି ରଖି ଚଳନ୍ତୁ ଶାରୀରିକ ପୀଡା ଅନୁଭବ କରିବେ । ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।ଶତୃମାନେ ଚକ୍ରାନ୍ତ କରିବେ । ନିର୍ମାଣଧୀନ କାର୍ଯ୍ୟରେ ବାଧା ବିଘ୍ନ ଦେଖାଦେବ।

ମକର :
ଆଜି ଦିନଟି ସମ୍ପୁର୍ଣ୍ଣ ଭଲ କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଶତୃମାନେ ପରାଜୟ ହେବେ ।ଆୟ ବୃଦ୍ଧି ଘଟିବ । ବ୍ଯବସାୟୀମାନେ ଲାଭବାନ ହେବେ । ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ।

କୁମ୍ଭ:
ଯଗି ରଖି ଚଳନ୍ତୁ ପରିବାରରେ ମତ ପାର୍ଥକ୍ୟ ଦେଖା ଦେବ ।ଆୟ ଅପେକ୍ଷା ବ୍ଯୟ ଅଧିକ ହେବ ।କର୍ମ କ୍ଷେତ୍ରରେ ନାନାପ୍ରକାର ସମସ୍ଯା ଦେଖା ଦେବ ।ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ । ମାଲିମକଦମାରେ ଜଡିତ ହୋଇ ପାରନ୍ତି ।

ମୀନ :
ମାନ ସମ୍ମାନ ଯଶ ଗୌରବର ଅଧିକାରୀ ହେବେ ।ଧନ ଓ ବସ୍ତ୍ର ଲାଭ ହେବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ପ୍ରେମିକ ପ୍ରେମିକା ମାନେ ପ୍ରେମରେ ସଫଳତା ଲାଭ କରିବେ ।ଶତୃମାନେ ପରାଜିତ ହେବେ ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର
ମୋବାଇଲ ନମ୍ବର :୯୪୩୭୨୨୫୪୩୪

 

Leave A Reply

Your email address will not be published.