ରାଶିଫଳ
ତା ୫-୯-୨୦୨୦ ଶନିବାର
ଜ୍ୟୋତିର୍ବିଦ୍ ନିରଞ୍ଜନ ମହାପାତ୍ର
ଆଜି ଦିନର ମହତ୍ତ୍ୱ
ଆଜି ୨୦୨୦ ମସିହା ସେପ୍ଟେମ୍ବର ତା ୫ ରିଖ ଶନିବାର ସିଂହ ୨୧ ଦିନ ଆଶ୍ବିନ କୃଷ୍ଣ ପକ୍ଷ ତୃତୀୟା ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର
ଘାତ ବାର:- ବୃଷ ସିଂହ କନ୍ୟା ରାଶିର
ଘାତ ଚନ୍ଦ୍ର:- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ:- ପୋଟଳ
ଆଜି ପବିତ୍ର ଗୁରୁ ଦିବସ
ମେଷ: ଆଜି ଆପଣଙ୍କୁ ଲକ୍ଷ୍ମୀଙ୍କର କୃପା ମିଳିବ । ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ ।ବ୍ଯବସାୟୀମାନେ ଲାଭବାନ ହେବେ । ପରିଜନମାନଙ୍କର ସହିତ ବିରୋଧ ହୋଇପାରେ, ସେଥିପାଇଁ କଥା ବାର୍ତ୍ତାରେ ସତର୍କତା ଅବଲମ୍ବନ କରନ୍ତୁ।
ବୃଷ: ଆଜିର ଦିନ ଶୁଭଫଳଦାୟୀ ହେବ। ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ। ସାମାଜିକ
ରୂପରେ ମାନ-ପ୍ରତିଷ୍ଠା ମିଳିବ। ଦାମ୍ପତ୍ୟଜୀବନରେ ସୁଖ ଆଉ ଶାନ୍ତି ପୂର୍ବ ପରିବାର ଅତୁଟ ରହିବ। ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିବାର ଯୋଗ ରହିଛି।
ମିଥୁନ: ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ଥିତିରେ ଅନୁକୂଳ ପରିବର୍ତ୍ତନ ଆସିବ। ଆପଣଙ୍କ କାର୍ଯ୍ୟରେ ବରିଷ୍ଠ ଅଧିକାରୀ ମଧ୍ୟ ସନ୍ତୁଷ୍ଟ ରହିବେ। ଧନ ପ୍ରାପ୍ତିର ଆଜି ଯୋଗ ରହିଅଛି।
କର୍କଟ: ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ଦେଖାଦେବ । ବରିଷ୍ଠ ଅଧିକାରୀମାନଙ୍କର ସିହାଯ୍ଯ ସହଯୋଗ ମିଳିବ । ମହିଳାମାନେ ନିଜ ପରିବାରରେ ପ୍ରସଂଶିତ ହେବେ।
ସିଂହ: ଆଜି ଆପଣଙ୍କ ପାଇଁ ଦିନଟିକୁ ଶୁଭ ଫଳ ପ୍ରଦାନ କରିବ । ଦୂର ସ୍ଥାନକୁ ବୁଲିବାକୁ ଯିବାକୁ ଯୋଜନା ଯୋଜନା କରିବା ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। କଥା ବାର୍ତ୍ତାରେ ସତର୍କତା ଅବଲମ୍ବନ କରନ୍ତୁ ।
କନ୍ୟା: କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ। ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର୍ଯ୍ୟଟନର ସମ୍ଭାବନା ଅଧିକ ଅଛି।
ତୁଳା: ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।
ବିଛା: ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ । ପୂର୍ବର ସମସ୍ୟା ଦୂର ହେବ ଶାନ୍ତି ମିଳିବ ।ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ମଧ୍ୟାହ୍ନ ପରେ ପରିବାର ପାଇଁ ଚିନ୍ତିତ ହେବେ ।
ଧନୁ: ଶାରୀରିକ ଏବଂ ମାନସିକ ପାରିବାରିକ ସୁଖ ଆଉ ଆନନ୍ଦ ମିଳିବ । ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ କଟିବ। ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ।
ମକର: ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ ସେଥିପାଇଁ କଥା ବାର୍ତ୍ତା ନିୟନ୍ତ୍ରଣ ରଖନ୍ତୁ ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି।
କୁମ୍ଭ: ଆଜି ସାଂସାରିକ ଜୀବନରେ ଭୁଲ୍ ବୁଝାମଣା ଦେଖାଦେବ । ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ମନୋ ନିବେଶ କରିବେ। ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର୍ଯ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭର ଯୋଗ ରହିଛି ।
ମୀନ: ସାବଧାନ ରୁହନ୍ତୁ କୋର୍ଟ-କଚେରୀର ଦ୍ବାରସ୍ଥ ହୋଇ ପାରନ୍ତି । ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ଶାନ୍ତି ମିଳିବ ଆପଣ ଆନନ୍ଦ ଅନୁଭବ କରିବେ । ବିଶେଷକରି ଧାର୍ମିକ ଏବଂ ଆଧ୍ୟାତ୍ମିକ ଦିଗରେ ଆପଣଙ୍କ ମନ ଲାଗି ରହିବ।
Comments are closed.