Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା୦୫-୧୦-୨୦୧୯ ଶନିବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ମୋବାଇଲ: 9437225434

ଆଜି ଦିନର ମହତ୍ତ୍ୱ

ଆଜି ୨୦୧୯ମସିହା ଅକ୍ଟୋବର ୦୫ତାରିଖ ଶନିବାର କନ୍ୟା ୧୯ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ସପ୍ତମୀ ଭୁକ୍ତ ଅଷ୍ଟମୀ ତିଥି ମୂଳା ନକ୍ଷତ୍ର ଧନୁ
ଘାତ ବାର:-ବୃଷ ସିଂହ କନ୍ୟା ରାଶିର
ଘାତ ଚନ୍ଦ୍ର:-ତୁଳା କୁମ୍ଭ ରାଶି ପୁରୁଷ ମିଥୁନମହିଳାଙ୍କର
ଆଜିର ନିଷେଧ ଖାଦ୍ୟ:-ତାଳ ଓ ନଡିଆ ଖାଇବା ନିଷେଧ
ଆଜି ପୀଠରେ ମହାଷ୍ଟମୀ ମୃଣ୍ମଯୀ ଦେବୀଙ୍କର ମହା ସପ୍ତମୀ

ମେଷ : ଆଜି ଆପଣଙ୍କୁ ଲକ୍ଷ୍ମୀଙ୍କର କୃପା ମିଳିବ । ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ । ବ୍ଯବସାୟୀମାନେ ଲାଭବାନ ହେବେ । ପରିଜନମାନଙ୍କର ସହିତ ବିରୋଧ ହୋଇପାରେ, ସେଥିପାଇଁ କଥା ବାର୍ତ୍ତାରେ ସତର୍କତା ଅବଲମ୍ବନ କରନ୍ତୁ ।ବୃଷ : ଆଜିର ଦିନ ଶୁଭଫଳଦାୟୀ ହେବ । ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ । ସାମାଜିକ ରୂପରେ ମାନ-ପ୍ରତିଷ୍ଠା ମିଳିବ ଦାମ୍ପତ୍ୟଜୀବନରେ ସୁଖ ଆଉ ଶାନ୍ତି ପୂର୍ବ ପରିବାର ଅତୁଟ ରହିବ। ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିବାର ଯୋଗ ରହିଛି ।

ମିଥୁନ : ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ଥିତିରେ ଅନୁକୂଳ ପରିବର୍ତ୍ତନ ଆସିବ। ଆପଣଙ୍କ କାର୍ଯ୍ୟରେ ବରିଷ୍ଠ ଅଧିକାରୀ ମଧ୍ୟ ସନ୍ତୁଷ୍ଟ ରହିବେ। ଧନ ପ୍ରାପ୍ତିର ଆଜି ଯୋଗ ରହିଅଛି।

କର୍କଟ: ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ଦେଖାଦେବ । ବରିଷ୍ଠ ଅଧିକାରୀମାନଙ୍କର ସିହାଯ୍ଯ ସହଯୋଗ ମିଳିବ । ମହିଳାମାନେ ନିଜ ପରିବାରରେ ପ୍ରସଂଶିତ ହେବେ ।

ସିଂହ: ଆଜି ଆପଣଙ୍କ ପାଇଁ ଦିନଟିକୁ ଶୁଭ ଫଳ ପ୍ରଦାନ କରିବ ।ଦୂର ସ୍ଥାନକୁ ବୁଲିବାକୁ ଯିବାକୁ ଯୋଜନା ଯୋଜନା କରିବା ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। କଥା ବାର୍ତ୍ତାରେ ସତର୍କତା ଅବଲମ୍ବନ କରନ୍ତୁ ।

କନ୍ୟା : କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବ। ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର୍ଯ୍ୟଟନର ସମ୍ଭାବନା ଅଧିକ ଅଛି ।

ତୁଳା: ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।

ବିଚ୍ଛା : ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ । ପୂର୍ବର ସମସ୍ୟା ଦୂର ହେବ ଶାନ୍ତି ମିଳିବ ।ନୂତନ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ମଧ୍ୟାହ୍ନ ପରେ ପରିବାର ପାଇଁ ଚିନ୍ତିତ ହେବେ ।

ଧନୁ: ଶାରୀରିକ ଏବଂ ମାନସିକ ପାରିବାରିକ ସୁଖ ଆଉ ଆନନ୍ଦ ମିଳିବ । ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ କଟିବ। ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ ।

ମକର : ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇ ପାରେ ସେଥିପାଇଁ କଥା ବାର୍ତ୍ତା ନିୟନ୍ତ୍ରଣ ରଖନ୍ତୁ ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି।

କୁମ୍ଭ : ଆଜି ସାଂସାରିକ ଜୀବନରେ ଭୁଲ୍ ବୁଝାମଣା ଦେଖାଦେବ । ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ମନୋ ନିବେଶ କରିବେ । ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର୍ଯ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭର ଯୋଗ ରହିଛି ।ମୀନ : ସାବଧାନ ରୁହନ୍ତୁ କୋର୍ଟ-କଚେରୀର ଦ୍ବାରସ୍ଥ ହୋଇ ପାରନ୍ତି । ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ଶାନ୍ତି ମିଳିବ ଆପଣ ଆନନ୍ଦ ଅନୁଭବ କରିବେ । ବିଶେଷକରି ଧାର୍ମିକ ଏବଂ ଆଧ୍ୟାତ୍ମିକ ଦିଗରେ ଆପଣଙ୍କ ମନ ଲାଗି ରହିବ ।

Leave A Reply

Your email address will not be published.