ରାଶି ଫଳ ![]()
ତା ୯-୭-୨୦୨୦ ଗୁରୁବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୯ ରିଖ ଗୁରୁବାର ମିଥୁନ ୨୫ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଘାତ ବାର-: ତୁଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର-: ମିଥୁନ ପୁରୁଷ ଓ ମୀନ ରାଶିର
ଆଜି: ମୂଳା ଖାଇବା ନିଷେଧ
ବ୍ୟବସାୟରେ ଆଶାନୁରୂପ ଲାଭବାନ ହେବେ । ହଠାତ୍ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।


ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଲାଭବାନ ହେବେ । ସତସଙ୍ଗ ଓ ଧର୍ମ ଚର୍ଚ୍ଚା ପ୍ରତି ମନ ବଳାଇବେ । ସ୍ଵାଦିଷ୍ଟ ଭୋଜନ ମିଳିବ । ପାରିବାରିକ ଜୀବନ ସୁଖମୟ ହେବ ।


ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସନୀୟା ହେବେ । ସ୍ଵାଦିଷ୍ଟ ଭୋଜନ ପ୍ରାପ୍ତି ହେବ ।

Comments are closed.