Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ

BjdElectrycity

ତା୨୧-୦୭-୨୦୧୯ ରବିବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

[ମୋବାଇଲ ନମ୍ବର: ୯୪୩୭୨୨୫୪୩୪]

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୧୯ ମସିହା ଜୁଲାଇ ତା ୨୧ ରିଖ ରବିବାର କର୍କଟ ୦୫ ଦିନ ଶ୍ରାବଣ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ଭୁକ୍ତ ପଞ୍ଚମୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଘାତ ବାର-: ମେଷ ରାଶିର
ଘାତ ଚନ୍ଦ୍ର-: ମିଥୁନ ଓ ମୀନ ରାଶିର
ଆଜି: ମୂଳା ଓ ବେଲ ଖାଇବା ନିଷେଧ

ମେଷ : ପ୍ରତେକଟି କ୍ଷେତ୍ରରେ ସଫଳତା ମିଳିବ ।ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ ।ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ଶତୃମାନେ ପରାଜିତ ହେବେ ।

ବୃଷ : ଦାମ୍ପତ୍ୟ ଜୀବନ ସୁଖମୟ ହେବ ।ପାରିବାରିକ ଜୀବନରେ ବାଦ ବିବାଦର ସମାଧାନ ପାଇଁ ସମର୍ଥ ହେବେ ।ମହିଳାମାନେ ପରିବାରରେ ପ୍ରଶଂସିତ ହେବେ ।ବାଣିଜ୍ୟ ବ୍ୟବସାୟରେ ଅଗ୍ରଗତି ଘଟିବ ।

ମିଥୁନ : ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ ।ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।ଗବେଷଣାରତ ଛାତ୍ରଛାତ୍ରୀଙ୍କ ପାଇଁ ଆଜି ଦିନଟି ସମ୍ପୁର୍ଣ୍ଣ ଭଲ ।ପ୍ରେମିକ ପ୍ରେମିକା ମାନେ ପ୍ରେମରେ ସଫଳତା ଲାଭ କରିବେ ।

କର୍କଟ : ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।କର୍ମ କ୍ଷେତ୍ରରେ ନାନାପ୍ରକାର ବାଧାବିଘ୍ନ ଦେଖା ଦେବ।ମହିଳାମାନେ ସମାଲୋଚିତ ହେବେ ।ଦୂର ଯାତ୍ରା କରନ୍ତୁ ନାହିଁ ।ବିଦ୍ୟାର୍ଥୀ ମାନେ ବିଦ୍ୟାରେ ଅମନ ଯୋଗି ହେବେ ।

ସିଂହ: ବକେୟା ଅର୍ଥ ହସ୍ତଗତ ହେବ।ନିଜ ଜୀବନ ସାଥୀର ସାହାଯ୍ୟ ପାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ସୁଖ ନିଦ୍ରା ଓ ସ୍ଵାଦିଷ୍ଟ ଭୋଜନ ମିଳିବ ।ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ପାଇବେ।

କନ୍ୟା : ଦେହ ମନ ସୁସ୍ଥ ରହିବ । ପିତାମାତା ଓ ସନ୍ତାନମାନଙ୍କର ସ୍ବାସ୍ଥ୍ୟରେ ଉନ୍ନତି ଦେଖା ଦେବ ।ଗୁପ୍ତ ଶତୃମାନେ ପରାଜିତ ହେବେ ।କର୍ମ କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ପାଇବ ।ନିଜ ଜୀବନ ସାଥୀର ପ୍ରେରଣା ବହୁକାଶଂରେ ସାହାଯ୍ୟ କରିବ ।

ତୁଳା : ପାରିବାରିକ ସମସ୍ୟା ଆଜି ଦୂରେଇ ଯିବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ ।ଆର୍ଥିକ ଅଭିବୃଦ୍ଧି ଘଟିବ ।ମହିଳାମାନେ ଯଶସ୍ବୀ ହେବେ ।ଶତୃମାନେ ପରାଜିତ ହେବେ ।

ବିଛା : ପିତା ମାତାଙ୍କ ସହିତ ମନୋମାଳିନ ଦେଖା ଦେଇପାରେ ।ମାଲିମକଦମାରେ ଅଧିକ ଖର୍ଚ୍ଚାନ୍ତ ହେବେ ।ମାନସିକ ଅସ୍ଥିରତା ଦେଖା ଦେବ ।ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ ।ମହିଳାମାନେ ନାନା ଦିଗରୁ ଅପମାନିତ ଓ ଅସୁବିଧାର ସମ୍ମୁଖୀନ ହେବେ ।

ଧନୁ: ପାରିବାରିକ ଶାନ୍ତି ପରିଲିକ୍ଷିତ ହେବ ।ଆଶା କରୁଥିବା ଦିଗରୁ ସଫଳତା ଓ ଅର୍ଥ ପ୍ରାପ୍ତି ହେବ ।ନୂତନ ପଦ ପଦବୀ ପାଇବାପାଇଁ ଯୋଗ୍ୟ ବିବେଚିତ ହେବେ ।ବ୍ୟବସାୟିମାନେ ବ୍ୟବସାୟରେ ଆଶାନୁରୂପ ଲାଭବାନ ହେବେ ।

ମକର : ପାରିବାରିକ ଶାନ୍ତି ବଜାୟ ରହିବ ।ଦାମ୍ପତ୍ୟ ଜୀବନ ସୁଖମୟ ହେବ ।ଗୁରୁଜନମାନଙ୍କର ସ୍ବାସ୍ଥ୍ୟରେ ଉନ୍ନତି ଘଟିବ ।ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ।ବିଦ୍ୟାର୍ଥୀ ମାନେ ବିଦ୍ୟାରେ ସଫଳତା ପାଇବେ

କୁମ୍ଭ: ମାଲିମକଦମାରେ ବିଜୟୀ ହେବେ ।ମହିଳାମାନେ ପରିବାରରେ ପ୍ରଶଂସିତ ହେବେ ।ଶତୃମାନେ ପରାଜିତ ହେବେ ।ଗବେଷଣା ରତ ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ପାଇବେ ।ବ୍ୟବସାୟୀମାନେ ବ୍ୟବସାୟରେ ଲାଭବାନ ହେବେ ।

ମୀନ : ଦାମ୍ପତ୍ୟ ଜୀବନ ଦୁଃଖମୟ ହେବ ।ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ବାଦବିବାଦ ଦେଖା ଦେବ ।ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ ।ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତ ହୋଇପାରନ୍ତି।ବିଦ୍ୟାର୍ଥୀ ଅକୃତ କାର‌୍ୟ୍ୟ ହେବେ

Leave A Reply

Your email address will not be published.