ରାଶି ଫଳ
ତା ୨୧-୧୧-୨୦୧୯ ଗୁରୁବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ମୋବାଇଲ: 9437225434
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୧୯ ମସିହା ନଭେମ୍ବର ମାସ ତା ୨୧ ରିଖ ଗୁରୁବାର ବିଛା ୦୫ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ନବମୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର୍ର
ଘାତ ବାର :- ତୁଳା କୁମ୍ଭ ରାଶିର
ଘାତ ଚନ୍ଦ୍ର :କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜି: ଲାଉ ଖାଇବା ନିଷେଧ
ମେଷ :-
ବୁଦ୍ଧି ବଳରେ କାର୍ଯ୍ୟ ସାଧନ କରିବେ । କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ଦୀର୍ଘ ଦିନର ଆଶା ଆଙ୍କାକ୍ଷା ପୂରଣ ହେବ ।ମାଲିମକଦମାରେ ବିଜୟ ଲାଭ କରିବେ ।
ବୃଷ :-
ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ ।ଉପସ୍ଥିତ ବୁଦ୍ଧି ବଳରେ ବିପଦ ମୁକ୍ତ ହେବେ ।ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ ।ଯାତ୍ରାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।
ମିଥୁନ :-
ବାଦାନୁବାଦ ଭିତରେ ଗତି କରିବେ ।ବନ୍ଧୁଙ୍କ ଅସହଯୋଗ ଆପଣଙ୍କୁ ଦୁଃଖ ଦେବ।ବାଣିଜ୍ୟ ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ଅମନ ଯୋଗି ହେବେ ।
କର୍କଟ :-
ଅଯଥା ମାଲିମକଦମାରେ ଜଡିତ ହେବେ ।ଶାରୀରିକ ଓ ମାନସିକ ପୀଡା ଅନୁଭବ କରିବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇ ଚିନ୍ତିତ ହେବେ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।
ସିଂହ :-
ମାନସିକ ଶାନ୍ତି ମିଳିବ ।ଘରୋଇ ସମସ୍ଯାର ସମାଧାନ ହୋଇଯିବ ।ଆଶା କରୁଥିବା ଦିଗରୁ ସଫଳତା ମିଳିବ ।ସାମାଜିକ ପ୍ରତିଷ୍ଠା ଲାଭ କରିବେ ।ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ ।
କନ୍ୟା :-
ପାରିବାରିକ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେଇପାରେ ।ସଞ୍ଚିତ ଧନ ବ୍ଯୟ ହୋଇଯିବ ।ଚକ୍ଷୁ ବା ଛାତିରେ ଯନ୍ତ୍ରଣା ଅନୁଭବ କରିବେ ।ଅଜଣା ଅଶୁଣା ବ୍ଯକ୍ତିଠାରୁ ଦୂରେଇ ରହନ୍ତୁ ।ଉଦ୍ୟମରେ ବିଫଳ ହେବେ ।
ବିଳାସ ବ୍ଯସନରେ ଦିନଟି ଅତିବାହିତ କରିବେ ।ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ମିଳିବ ।ଶରୀର ସୁସ୍ଥ ଓ ମନ ନିର୍ମଳ ରହିବ ।ଯାନବାହନ ଲାଭର ଯୋଗ ରହିଛି ।ସ୍ଵାଦିଷ୍ଟ ଭୋଜନ ମିଳିବ ।
ବିଛା :-
ଭଲ କରିବାକୁ ଯାଇ ଅସୁବିଧାରେ ପଡିବେ ।ଯାନବାହନ ଚଳାଇବାରେ ସତର୍କତା ଅବଲମ୍ବନ କରନ୍ତୁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ଆଶା କରୁଥିବା ଦିଗରୁ ସଫଳତା ମିଳିବ ନାହିଁ ।
ଧନୁ :-
କୌଶଳ ପ୍ରୟୋଗ କରି ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ।ମାନ ସମ୍ମାନ ଯଶ ଗୌରବର ଅଧିକାରୀ ହେବେ ।ମହିଳାମାନେ ହସ ଖୁସିରେ ଦିନଟି ଅତିବାହିତ କରିବେ ।
ମକର :-
ପ୍ରତେକ ପ୍ରତିଯୋଗିତାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ଦୂର ଯାତ୍ରାର ଯୋଗ ରହିଛି ।ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ବିରାଜମାନ କରିବ ।ଦୁସାହାସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ ।
କୁମ୍ଭ :-
ବିବାଦ ବିଷାଦ ମନକୁ ଭାରାକ୍ରାନ୍ତ କରାଇବ । ଆୟ ତୁଳନାରେ ବ୍ଯୟ ଅଧିକ କରାଇବ ।ମହିଳାମାନେ ନିଜ ପରିବାରର ଅପମାନିତ ସମାଲୋଚିତ ହେବେ ।ଆଶା କରୁଥିବା ଦିଗରୁ ନିରାଶ ହେବେ ।
ମୀନ:-
ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।ସ୍ବାସ୍ଥ୍ୟ ଗତ କାରଣକୁ ନେଇ ଚିନ୍ତିତ ହେବେ ।ଲାଭ ପରିବର୍ତ୍ତେ କ୍ଷତି ହେବ ।ମାଲିମକଦମାରେ ଭୟ ରହିଛି ।ଶତୃମାନେ ଚକ୍ରାନ୍ତ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।
Comments are closed.