Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ

ତା ୨୨-୧୨-୨୦୧୯ ରବିବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

[ମୋବାଇଲ ନମ୍ବର: ୯୪୩୭୨୨୫୪୩୪]

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୧୯ ମସିହା ଡିସେମ୍ବର

ତା ୨୨ ରିଖ ରବିବାର ଧନୁ ୦୭ ଦିନ ପୌଷ ମାସ କୃଷ୍ଣ ପକ୍ଷ ଏକାଦଶୀ ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର 

ଘାତ ବାର-: ମେଷ ରାଶିର
ଆଜି: ଶିମ୍ବ ଖାଇବା ନିଷେଧ

ମେଷ : ଆଜି ଆପଣଙ୍କୁ ସଫଳତା ମିଳିବ ନାହିଁ ନିର୍ମାଣଧୀନନ କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ ।ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ ।ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।

ବୃଷ : ଆଜି ଆର୍ଥିକ ସହାୟତା ମିଳିବ ।କର୍ମ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ଯାଦା ବୃଦ୍ଧି ପାଇବ ।ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ମିଳିବ ।ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ ।

ମିଥୁନ: ପ୍ରତେକ କାର୍ଯ୍ୟରେ ସଫଳତା ମିଳିବ ।କଳେ ବଳେ କୌଶଳରେ ଅର୍ଥ ପ୍ରାପ୍ତି ହେବ ।ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅଗ୍ରଗତି କରିବେ ।ଲୋକ ସମ୍ପର୍କ ବୃଦ୍ଧି ପାଇବ ।ମହିଳାମାନେ ଆମୋଦ ପ୍ରମୋଦରେ ଦିନଟିଅତିବାହିତ କରିବେ ।

କର୍କଟ: ଦୁସାହାସିକ ପଦକ୍ଷେପ ନେଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ଯାନବାହନ ଲାଭର ଯୋଗ ରହିଛି ।ଶାରୀରିକ ପୀଡା ଦେଖା ଦେଇପାରେ ।ମହିଳାମାନେ ଚେଷ୍ଟା କରୁଥିବା କାର୍ଯ୍ୟରେ ସିଦ୍ଧି ଲାଭ କରିବେ ।

ସିଂହ: ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ।ପାରିବାରିକ ଜୀବନ ସୁଖମୟ ହେବ ।ଶତୃମାନେ ପରାଜିତ ହେବେ ।ବ୍ଯବସାୟରେ ଆଯ ବୃଦ୍ଧି ଘଟିବ ।ରାଜନେତାମାନେ ଜନ କଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ ।

କନ୍ୟା: ଆଜି ଆପଣଙ୍କୁ କେହି ଜଣେ ବ୍ୟକ୍ତି ସାହାଯ୍ୟ କରିବ ।ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।

ତୁଳା: ପରିବାରରେ ସୁସମ୍ପର୍କ ରହିବ ନାହିଁ ।ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରନ୍ତୁ ।ମହିଳାମାନେ ଅପମାନିତ ସମାଲୋଚିତ ହେବେ ।ଶରୀରରେ ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।

ବିଛା: କର୍ମରେ ସଫଳତା ମିଳିବ । ଦୂର ସ୍ଥାନକୁ ଯାତ୍ରା କରିବାକୁ ସୁଯୋଗ ମିଳିବ ।ଘରୋଇ ସମସ୍ଯା ମନକୁ ଭାରାକ୍ରାନ୍ତ କରାଇବ ।ସଞ୍ଚିତ ଅର୍ଥ ବ୍ୟୟ ହୋଇ ଯିବ ।ଆଶା କରୁଥିବା ଦିଗରୁ ସଫଳତା ପାଇବେ ନାହିଁ ।

ଧନୁ: ବିଭିନ୍ନ ସମସ୍ଯାକୁ ନେଇ ଚିନ୍ତିତ ହେବେ ।ପ୍ରତିଯୋଗିତାରେ ଅଂଶଗ୍ରହଣ ପରାଜିତ ହେବେ ।ବ୍ଯବସାୟରେ ବାଧା ବିଘ୍ନ ଦେଖା ଦେଇପାରେ ।ପଡୋଶୀମାନଙ୍କ ସହ କଳହ ସୃଷ୍ଟି ହୋଇ ପାରେ।

ମକର: ସନ୍ତାନ ସନ୍ତତି ମାନଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ହେବେ ।କର୍ମ କ୍ଷେତ୍ରରେ ଆପଣଙ୍କୁ ମାନ ସମ୍ମାନ ପ୍ରତିଷ୍ଠା ମିଳିବ ।ବହୁ ବିଳମ୍ବରେ ହେଉ ପଛେ ଶେଷରେ ବିଜୟ ଲାଭ କରିବେ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆଯ ବୃଦ୍ଧି ଘଟିବ ।

କୁମ୍ଭ: ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ।ନୂତନ ନିୟମ ପ୍ରଣୟନ କରି ପ୍ରଶଂସିତ ହେବେ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ।ଦେବ ଦର୍ଶନର ସୁଯୋଗ ରହିଛି ।

ମୀନ: ଆଜି ଆପଣଙ୍କୁ ସଫଳତା ମିଳିବ ।ପାରିବାରିକ ଜୀବନ ସୁଖମୟ ହେବ ।ବ୍ଯବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।ଶରୀର ସୁସ୍ଥ ରହିବ। ମହିଳାମାନେ ଗୃହ କର୍ମରେ ଲିପ୍ତ ରହିବେ ।

Leave A Reply

Your email address will not be published.