Latest Odisha News

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୨୬-୦୯-୨୦୧୯ ଗୁରୁବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ମୋବାଇଲ: 9437225434

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୧୯ ମସିହା ସେପ୍ଟେମ୍ବର ତା ୨୬ ରିଖ ଗୁରୁବାର କନ୍ୟା ୧୦ ଦିନ ଅଶ୍ବିନ ମାସ କୃଷ୍ଣ ପକ୍ଷ ଦ୍ବାଦଶୀ ଭୁକ୍ତ ତ୍ରୟୋଦଶୀ ତିଥି ମଘା ନକ୍ଷତ୍ର ସିଂହ ଚନ୍ଦ୍ର
ଘାତ ବାର-: ତୁଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜି: ପୋଇ ଓ ବାଇଗଣ ଖାଇବା ନିଷେଧ

ମେଷ : ପ୍ରତେକଟି କ୍ଷେତ୍ରରେ ସଫଳତା ମିଳିବ । ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ । ଶତୃମାନେ ପରାଜିତ ହେବେ ।

ବୃଷ : ଦାମ୍ପତ୍ୟ ଜୀବନ ସୁଖମୟ ହେବ ।ପାରିବାରିକ ଜୀବନରେ ବାଦ ବିବାଦର ସମାଧାନ ପାଇଁ ସମର୍ଥ ହେବେ । ମହିଳାମାନେ ପରିବାରରେ ପ୍ରଶଂସିତ ହେବେ । ବାଣିଜ୍ୟ ବ୍ଯବସାୟରେ ଅଗ୍ରଗତି ଘଟିବ ।

ମିଥୁନ : ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ । ବ୍ଯବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଗବେଷଣାରତ ଛାତ୍ରଛାତ୍ରୀଙ୍କ ପାଇଁ ଆଜି ଦିନଟି ସମ୍ପୁର୍ଣ୍ଣ ଭଲ । ପ୍ରେମିକ ପ୍ରେମିକା ମାନେ ପ୍ରେମରେ ସଫଳତା ଲାଭ କରିବେ ।

କର୍କଟ : ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ନାନାପ୍ରକାର ବାଧାବିଘ୍ନ ଦେଖା ଦେବ । ମହିଳାମାନେ ସମାଲୋଚିତ ହେବେ । ଦୂର ଯାତ୍ରା କରନ୍ତୁ ନାହିଁ । ବିଦ୍ଯାର୍ଥୀ ମାନେ ବିଦ୍ଯାରେ ଅମନ ଯୋଗି ହେବେ ।

ସିଂହ: ବକେୟା ଅର୍ଥ ହସ୍ତଗତ ହେବ।ନିଜ ଜୀବନ ସାଥୀର ସାହାଯ୍ୟ ପାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ସୁଖ ନିଦ୍ରା ଓ ସ୍ଵାଦିଷ୍ଟ ଭୋଜନ ମିଳିବ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ ସଫଳତା ପାଇବେ ।

କନ୍ୟା : ଦେହ ମନ ସୁସ୍ଥ ରହିବ । ପିତାମାତା ଓ ସନ୍ତାନମାନଙ୍କର ସ୍ବାସ୍ଥ୍ଯରେ ଉନ୍ନତି ଦେଖା ଦେବ । ଗୁପ୍ତ ଶତୃମାନେ ପରାଜିତ ହେବେ । କର୍ମ  କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ପାଇବ ।ନିଜ ଜୀବନ ସାଥୀର ପ୍ରେରଣା ବହୁକାଶଂରେ ସାହାଯ୍ୟ କରିବ ।

ତୁଳା : ପାରିବାରିକ ସମସ୍ଯା ଆଜି ଦୂରେଇ ଯିବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ଆର୍ଥିକ ଅଭିବୃଦ୍ଧି ଘଟିବ । ମହିଳାମାନେ ଯଶସ୍ବୀ ହେବେ ।ଶତୃମାନେ ପରାଜିତ ହେବେ ।

ବିଛା : ପିତା ମାତାଙ୍କ ସହିତ ମନୋମାଳିନ ଦେଖା ଦେଇପାରେ । ମାଲିମକଦମାରେ ଅଧିକ ଖର୍ଚ୍ଚାନ୍ତ ହେବେ । ମାନସିକ ଅସ୍ଥିରତା ଦେଖା ଦେବ । ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ । ମହିଳାମାନେ ନାନା ଦିଗରୁ ଅପମାନିତ ଓ ଅସୁବିଧାର ସମ୍ମୁଖୀନ ହେବେ ।

ଧନୁ: ପାରିବାରିକ ଶାନ୍ତି ପରିଲିକ୍ଷିତ ହେବ ।ଆଶା କରୁଥିବା ଦିଗରୁ ସଫଳତା ଓ ଅର୍ଥ ପ୍ରାପ୍ତି ହେବ ।ନୂତନ ପଦ ପଦବୀ ପାଇବାପାଇଁ ଯୋଗ୍ୟ ବିବେଚିତ ହେବେ । ବ୍ଯବସାୟିମାନେ ବ୍ଯବସାୟରେ ଆଶାନୁରୂପ ଲାଭବାନ ହେବେ ।

ମକର : ପାରିବାରିକ ଶାନ୍ତି ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଗୁରୁଜନମାନଙ୍କର ସ୍ବାସ୍ଥ୍ୟରେ ଉନ୍ନତି ଘଟିବ ।ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ।

କୁମ୍ଭ: ମାଲିମକଦମାରେ ବିଜୟୀ ହେବେ । ମହିଳାମାନେ ପରିବାରରେ ପ୍ରଶଂସିତ ହେବେ । ଶତୃମାନେ ପରାଜିତ ହେବେ ।ଗବେଷଣା ରତ ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ପାଇବେ ।ବ୍ଯବସାୟୀମାନେ ବ୍ଯବସାୟରେ ଲାଭବାନ ହେବେ ।

ମୀନ : ଦାମ୍ପତ୍ୟ ଜୀବନ ଦୁଃଖମୟ ହେବ ।ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ବାଦବିବାଦ ଦେଖା ଦେବ ।ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ । ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତ ହୋଇପାରନ୍ତି। ବିଦ୍ଯାର୍ଥୀ ଅକୃତ କାର୍ଯ୍ୟ ହେବେ ।

Comments are closed.