ରାଶି ଫଳ
ତା ୨୯-୦୭-୨୦୨୦ ବୁଧବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ମୋବାଇଲ: 9437225434
ଆଜି ଦିନର ମହତ୍ତ୍ୱ
ମାନେ ପ୍ରେମରେ ସଫଳତା ପାଇବେ। ପେଟ ସମ୍ବନ୍ଧିତ ରୋଗରେ ଆକ୍ରାନ୍ତ ହୋଇ ପାରନ୍ତି। ନୂଆ କାର୍ଯ୍ୟର ପ୍ରାରମ୍ଭ ଏବଂ ଯାତ୍ରାରେ ବାଧା ବିଘ୍ନ ଦେଖା ଦେଇପାରେ ।
କାର୍ଯ୍ୟରେ ସଫଳତା ଏବଂ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟୀ ହେବେ । ପ୍ରସନ୍ନତା ଅନୁଭବ କରିବେ। ଭାଇ-ଭଉଣୀମାନଙ୍କ ସହିତ ମିଶି ଘରେ କୌଣସି ନୂତନ ଆୟୋଜନ କରିବେ। ସ୍ଵାସ୍ଥ୍ୟ ଉତ୍ତମ ରହିବ। ଆର୍ଥିକ ଲାଭ ମିଳିବ, ପ୍ରିୟଜନମାନଙ୍କର ସାକ୍ଷାତ ହେବ।