ରାଶି ଫଳ
ତା ୨୩-୦୨-୨୦୨୦ ରବିବାର
ଆଜି ଦିନର ମହତ୍ତ୍ୱ
ବୃଷ : ଗୁପ୍ତ ଶତୃ ଭୟ ମନକୁ ବ୍ୟତିବସ୍ତ କରାଇବ ।କର୍ମ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ସାହାଯ୍ୟ ସହାନୁଭୂତି ପାଇବେ ନାହିଁ ।ଅପ୍ରିୟ କଥାବାର୍ତ୍ତା କରନ୍ତୁ ନାହିଁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।



ତୁଳା : ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ ।ପାରିବାରିକ ଜୀବନ ସୁଖମୟ ହେବ ।ସ୍ଵାଦିଷ୍ଟ ଭୋଜନ ମିଳିବ ଓ ସଞ୍ଚିତ ଅର୍ଥ ବୃଦ୍ଧି ପାଇବ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆଶାନୁରୂପ ଲାଭବାନ ହେବେ ।ମହିଳାମାନେ ଯଶସ୍ବୀ ହେବେ ।


ମକର : ପାରିବାରିକ ସମ୍ପର୍କରେ ଭୁଲ ବୁଝାମଣା ଦେଖା ଦେବ ।ମହିଳାମାନେ ପରିବାରରେ ଚିନ୍ତିତ ହେବେ । ଯାତ୍ରାରେ ସତର୍କତା ରୁହନ୍ତୁ ଯାତ୍ରା କଷ୍ଟ ଦାୟକ ହେବ ।ବିଦ୍ଯାର୍ଥୀମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।ଗୁପ୍ତ ଶତୃମାନେ ସକ୍ରୀୟ ହୋଇ ଉଠିବେ ।

କୁମ୍ଭ : ଆଜି ଦିନଟି ସମ୍ପୁର୍ଣ୍ଣ ଭଲରେ କଟିବ ।ଯୋଜନାନୁଯାୟୀ କାମ କରି ସେଥିରେ ସଫଳତା ପାଇବେ ।ବନ୍ଧୁ ଦର୍ଶନର ସୁଯୋଗ ରହିଛି ।ପ୍ରେମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ମୀନ: ଅପ୍ରିୟ ସତ୍ୟ କଥା କହି ଦୋଷି ସାବ୍ଯସ୍ତ ହୋଇପାରନ୍ତି ।ମହିଳାମାନେ ଯଗି ରଖି ଚଳନ୍ତୁ ଶରୀରର ଯେକୌଣସି ଅଙ୍ଗରେ ଆଘାତ ଲାଗି ପାରେ ।ଘରୋଇ କଳହ ଦେଖା ଦେବ ।ଛାତ୍ରଛାତ୍ରୀମାନେ ଉତ୍ସୃଖଳିତ ହେବେ ।ବ୍ଯବସାୟରେ ସ୍ଥିରତା ରହିବ ନାହିଁ ଯାହା ଫଳରେ ଧାର କରଜ କରିବେ।
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର (ମୋବାଇଲ: 9437225434)

Comments are closed.