Latest Odisha News

BREAKING NEWS

ରେକର୍ଡ ଭାଙ୍ଗୁଛି ସଂକ୍ରମଣ, ଓଡ଼ିଶାରେ ୧୦ ହଜାର ଡେଇଁଲା ଦୈନିକ ଆକ୍ରାନ୍ତ ମାମଲା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୧୦ ହଜାରରୁ ଅଧିକ ଆକ୍ରାନ୍ତ।

କ୍ୱାରେଣ୍ଟାଇନରୁ ୫୮୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨୬ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୭୯୬ ଜଣ ସଂକ୍ରମିତ ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ରହିଛି ସୁନ୍ଦରଗଡ଼ ଜିଲ୍ଲା।

 

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୪ ଲକ୍ଷ ୫୪ ହଜାର ୬୦୭କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮୫ ହଜାର ୪୧୪ ସଂକ୍ରମିତ। ଏବେ ରାଜ୍ୟରେ ୬୭ ହଜାର ୦୮୬ଟି ଆକ୍ଟିଭ୍ କେସ୍ ରହିଛି ।

 

 

Leave A Reply

Your email address will not be published.