ଗୁରୁଗାଓଁ : ସିଙ୍ଗର୍ ଦଲେର୍ ମେହେନ୍ଦୀଙ୍କ ୩ଟି ଫାର୍ମହାଉସ ସିଲ୍ । ଗୁରୁଗାଁରେ ଦମଦମା ଝରଣା ଜମିରେ ହୋଇଥିଲା ଏହି ଫାର୍ମହାଉସ । ଯାହା ୧.୫ ଏକରରେ ନିର୍ମିତ ହୋଇଥିଲା । ବେଆଇନ ଭାବେ ନିର୍ମାଣ କରିଥିବା ଏହି ଫାର୍ମହାଉସକୁ ସିଲ୍ କରିଦେଇଛି ଟାଉନ ପ୍ଲାନିଂ ବିଭାଗ । ଝରଣା ପାଣି ବୋହୁଥିବା ଅଞ୍ଚଳରେ ୩ଟି ଯାକ ଫାର୍ମହାଉସ ହୋଇଥିଲା । ଗୁରୁଗାଓଁ ଟାଉନ ପ୍ଲାନର ଅମିତ ମାଧୋଲିଆ କହିଛନ୍ତିଯେ, ଏହି ଫାର୍ମହାଉସଗୁଡିକୁ ଭଙ୍ଗାଯାଇପାରେ ନୋଚେତ୍ ଦଲେର ମେହେନ୍ଦୀଙ୍କ ଠାରୁ ଜରିମାନା ଆଦାୟ କରାଯାଇପାରେ ।
BREAKING NEWS
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
Comments are closed.