ଗଞ୍ଜାମ: ଚାରିଆଡେ ସମସ୍ତଙ୍କୁ ଘାରିଛି ମାରାତ୍ମକ ଭୂତାଣୁ କରୋନାର କୋକୁଆ ଭୟ । ଏହାକୁ ନେଇ ରାଜ୍ୟ ସରକାର ବିଭିନ୍ନ ସଚେତନତା ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହାରି ଭିତରେ ଗଂଜାମ ଜିଲ୍ଲାପାଳ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ପ୍ରସିଦ୍ଧ ଦଣ୍ଡ ନାଚ ଉପରେ କଟକଣା ଲଗାଯାଇଛି ।
ମାନସିକଧାରୀ ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ଦଣ ଯାତ୍ରା ଆୟୋଜନ କରାଯାଇଥାଏ । ଏହି ସମୟରେ ଶହ ଶହ ସଂଖ୍ୟାରେ ମାନସିକଧାରି ଏକାଠି ହୋଇ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ଓଡ଼ିଶାର ଲୋକ ସଂସ୍କୃତି ଓ ପରମ୍ପରାକୁ ଦଣ୍ଡ ନାଚ ମାଧ୍ୟମରେ ଦର୍ଶାଇଥାନ୍ତି । ଏପରିକି ଦିନରେ ଧୂଳି ଦଣ୍ଡ ଓ ରାତି ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଶହ ଶହ ସଂଖ୍ୟାରେ ଲୋକ ରୁଣ୍ଡ ହୋଇଥାନ୍ତି । ଏହି ସମୟରେ ସଂକ୍ରମଣର ଆଶଙ୍କା ଅଧିକ ରହିଥିବାରୁ ଦଣ୍ଡ ଯାତ୍ରା ଉପରେ କଟକଣା ଲଗାଇଛନ୍ତି ଗଂଜାମ ଜିଲ୍ଲାପାଳ ।
BREAKING NEWS
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ
- ଶସ୍ତା ଇନ୍ଧନ ଓ କମ୍ ପ୍ରଦୂଷଣ: ଖୁବଶୀଘ୍ର ରାସ୍ତାକୁ ଓହ୍ଲାଇବ ଶହେ ପ୍ରତିଶତ ଇଥାନଲ୍ ଚାଳିତ ଗାଡ଼ି
- ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥର ବଡ଼ ପଦକ୍ଷେପ: ଭୁବନେଶ୍ୱର, ପୁରୀ ଓ ସମ୍ବଲପୁର ଟ୍ରେନ୍ରେ ଲାଗିବ ଅତିରିକ୍ତ ବଗି
- ଦେଶରେ ପ୍ରଥମ ଥର ଓଡ଼ିଶାରେ ଉନ୍ମୋଚିତ ହେଲା ‘ମାନସିକ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା’
- Hospital in Western Odisha:ପଶ୍ଚିମ ଓଡ଼ିଶାରେ ୧୦୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରତିଷ୍ଠା କରିବ ବେଦାନ୍ତ
- ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ ସ୍ଥିର ରଖିବାରେ ସଫଳ
- ଜାପାନର ୧୧ ବର୍ଷୀୟ ଇ-ସ୍ପୋର୍ଟସ୍ ଖେଳାଳି ୟୁକି କୁରିହାରା ଏସୀୟ କ୍ରୀଡ଼ାରେ ସ୍ଵର୍ଣ୍ଣ ପଦକ ଜିତି ରଚିଲେ ଇତିହାସ
- Spurious liquor:ମଦ୍ୟପାନ ନିଷିଦ୍ଧ ରାଜ୍ୟରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କ ଗଲା ଜୀବନ
- ଏସୀୟ କ୍ରୀଡ଼ା ୨୦୨୬: କବାଡ଼ିରେ ଭାରତକୁ ଡବଲ ସ୍ୱର୍ଣ୍ଣ

Comments are closed.