ବାଲିଗୁଡା: ଅନିର୍ଦ୍ଦିଷ୍ଟକାଳ ପାଇଁ ଅବରୋଧ ଅଞ୍ଚଳ ଘୋଷଣା ହେଲା ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡି। ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ଦିନ ସ୍ଥାନୀୟ ଅଞ୍ଚଳର ଜଣେ ଶିକ୍ଷକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରବେଶପଥକୁ ସିଲ କରିଦିଆଯାଇଛି ଅନ୍ୟପଟେ ଏହି ଅଞ୍ଚଳର ସମସ୍ତ ଦୋକାନ ବଜାରକୁ ମଧ୍ୟ ବନ୍ଦ ଘୋଷଣା କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।
BREAKING NEWS
- BRICS Summit 2026: ଡିସେମ୍ବରରେ ଏକାଠି ହୋଇପାରନ୍ତି ମୋଦୀ, ପୁଟିନ୍, ଜିନପିଙ୍ଗ୍ ଓ ଟ୍ରମ୍ପ: ଜି-୨୦ ସମ୍ମିଳନୀ ପୂର୍ବରୁ ଋଷର ବଡ଼ ସଙ୍କେତ
- Orangutan Trafficking Case: ଓରାଙ୍ଗଉଟାନ ଚୋରାଚାଲାଣ ମାମଲା: ସାମ୍ନାକୁ ଆସିଲା ଫେରାର ଦୀଘା ହୋଟେଲ ମାଲିକଙ୍କ ଫଟୋ
- Missing Indonesian passenger ship:୨୪୦ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ;ସର୍ଚ୍ଚ ଅପରେସନ ଜାରି
- Police Attack:ପାଟ୍ରୋଲିଂ ସମୟରେ କନଷ୍ଟେବଳଙ୍କୁ କାର ଚଢାଇ ଜୀବନରୁ ମାରି ଦେବାକୁ ଉଦ୍ୟମ;୨ କୁଖ୍ୟାତ ଡ୍ରଗ୍ ମାଫିଆ ଗିରଫ
- BRICS gala dinner:ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭବ୍ୟ ରାତ୍ରିଭୋଜନରେ ଜିନପିଙ୍ଗ କାହିଁକି ଯୋଗ ଦେଲେନାହିଁ? ଏହାର କାରଣ…
- ଆଜିଠାରୁ ରାଜ୍ୟରେ କମିବ ବର୍ଷା; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- Police Encounter: ଜଙ୍ଗଲ ନିକଟରେ ଏନ୍କାଉଣ୍ଟର;ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର
- National Lok Adalat: ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୬୨,୪୮୭ ମାମଲାର ହେଲା ସମାଧାନ
- ପ୍ରଥମ ଟି୨୦: ଭାରତ ପକ୍ଷରୁ ଓପନିଂ କିଏ କରିବ ସେ ନେଇ ଦ୍ୱନ୍ଦ୍ୱରେ ଟିମ ମ୍ୟାନେଜମେଂଟ
- ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ “ଝିଲମିଲ୍ ରାତି” ଅଷ୍ଟ୍ରେଲିଆରେ ରଚିଲା ଇତିହାସ

Comments are closed.