ପୁରୀ : ଆଜି ଶ୍ରୀମନ୍ଦିରରେ ପୁଣି ମହାସ୍ନାନ । ବନ୍ଦ ରହିଛି ଦର୍ଶନ । ପୁଣି ଆଜି ପୁରୀ ଶ୍ରୀମନ୍ଦିର ଭିତର କାଠ ନିଟକରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରି ଦେବାରୁ ଏକ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରଖାଯାଇଛି । ମହାସ୍ନାନ ନୀତି ପରେ ପୁଣି ଦର୍ଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି ।ଦର୍ଶନ ବନ୍ଦ ଥିବାରୁ ଶ୍ରୀମନ୍ଦିର ବାହାରେ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି ।ସୂଚନା ଅନୁସାରେ ସୋମବାର ଶ୍ରୀମନ୍ଦିରେ ରକ୍ତ ଛିଟା ପଡିବାରୁ ଶ୍ରୀଜିଉଙ୍କ ମହାସ୍ନାନ ନୀତି କରାଯାଇଥିଲା ନୀତିକାନ୍ତି ବହୁ ସମୟ ବିଳମ୍ବ ହୋଇଥିଲା ।
BREAKING NEWS
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
- Iran US War: ନୌସେନା, ବାୟୁସେନା, ସମଗ୍ର ନେତୃତ୍ୱ…ସବୁ ଶେଷ, ଇରାନ ଉପରେ ବିଜୟ ଘୋଷଣା କଲେ ରାଷ୍ଟ୍ରପତି ଟ୍ରମ୍ପ
- ବାବ୍-ଅଲ୍-ମାଣ୍ଡେବ ପ୍ରଣାଳୀ ବନ୍ଦ ହେଲେ କେଉଁ ଜିନିଷର ଅଭାବ ରହିବ? ଭାରତକୁ କେତେ ପ୍ରଭାବିତ କରିବ..
- Customs Duty Exemption on Petrochemical: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋକେମିକାଲ୍ ଉତ୍ପାଦ ଉପରୁ ସୀମା ଶୁଳ୍କ ଛାଡ଼
- ଚୌଦ୍ବାର ଜେଲରୁ ଫେରାର୍ ଦ୍ବିତୀୟ କଏଦୀ ଗିରଫ
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
- ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ପେଟ୍ରୋଲ ପମ୍ପରେ PUCC ଅନିବାର୍ଯ୍ୟ
- ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
Comments are closed.