Latest Odisha News

BREAKING NEWS

Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ

ଭୁବନେଶ୍ବର: ଫେବ୍ରୁଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା ହେଲା ପରୀକ୍ଷା ତାରିଖ ।

ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍‌ ଦିଆଯିବ । ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେବେ । ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା, ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ରହିଛି ।

Leave A Reply

Your email address will not be published.