ଭୁବନେଶ୍ୱର: ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶ ପାଇଁ ଘୋଷଣା ହୋଇଛି ତାରିଖ ।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଦିନ ଏନେଇ ସୂଚନା ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ ଟା ସମୟରେ ଯୁକ୍ତ ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବା ନେଇ ସୂଚନା ମିଳିଛି।
BREAKING NEWS
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
Comments are closed.