ବରଗଡ଼ : ଝୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବରଗଡ଼ ଟାଉନ ଥାନା ଅନ୍ତର୍ଗତ ପାନିଛତର ଗାଁ ରାସ୍ତାକଡରେ ଥିବା ଏକ ପରିତ୍ୟକ୍ତ ଦୋକାନ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ପାନିଛତର ଗାଁର ବୋଲି ବୋଲି ଜଣାପଡ଼ିଛି । ତାଙ୍କୁ ୨୨ ବର୍ଷ ବୟସ ହେବ ।ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ କେହି ହତ୍ୟା କରି ରଶି ଲଗାଇ ଝୁଲାଇ ଦେଇଛି ତାହା ଏବେ ସନ୍ଦେହ ଘେରରେ ରହିଛି । ପୋଲିସ ଘଟଣା ସ୍ଥଳରେ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।
BREAKING NEWS
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
- ଭାରତୀୟ ବ୍ୟବସାୟୀଙ୍କ ବଢିବ ଚିନ୍ତା: ପାଣି ବୋତଲ ଉପରେ ପ୍ରଭାବ ପକାଇପାରେ ଇରାନ ଯୁଦ୍ଧ
- ସାବଧାନ ! ଘରୁ ବାହାରିଲେ ଆପଣଙ୍କୁ ଦେବାକୁ ପଡିପାରେ ଟ୍ୟାକ୍ସ
Comments are closed.