ବରଗଡ଼ : ଝୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବରଗଡ଼ ଟାଉନ ଥାନା ଅନ୍ତର୍ଗତ ପାନିଛତର ଗାଁ ରାସ୍ତାକଡରେ ଥିବା ଏକ ପରିତ୍ୟକ୍ତ ଦୋକାନ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ପାନିଛତର ଗାଁର ବୋଲି ବୋଲି ଜଣାପଡ଼ିଛି । ତାଙ୍କୁ ୨୨ ବର୍ଷ ବୟସ ହେବ ।ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ କେହି ହତ୍ୟା କରି ରଶି ଲଗାଇ ଝୁଲାଇ ଦେଇଛି ତାହା ଏବେ ସନ୍ଦେହ ଘେରରେ ରହିଛି । ପୋଲିସ ଘଟଣା ସ୍ଥଳରେ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।
BREAKING NEWS
- କେମିକାଲ ଓ ପେଟ୍ରୋକେମିକାଲ୍ସ ହବ୍ ହେବାକୁ ଓଡ଼ିଶାର ଉଦ୍ୟମ; ଶିଳ୍ପପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା
- ସୁବର୍ଣ୍ଣରେଖା ନଦୀରେ ଅଘଟଣ;ବୁଡିଗଲେ ୨ ଭାଇ

Comments are closed.