କୋକସରା: ବିଲ ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । କଳାହାଣ୍ଡି କୋକସରା ଛିଲିପାମାଲ ଗାଁରେ ଜଣେ ଯୁବକ ଅମିତଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଅମିତ ନିଜ ବିଲକୁ ଯାଇଥିବା ବେଳେ ଆଉ ଘରକୁ ଫେରିନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ତାଙ୍କ ମୃତ ଦେହ ବିଲ ଭିତରୁ ଉଦ୍ଧାର କରିଥିଲେ । କୋକସରା ପୁଲିସ ଘଟଣଶ ସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହିତ ବ୍ୟବଚ୍ଛେଦ ପାଇଁ ମୃତ ଦେହ ପଠାଇଛି । ସକାଳୁ ବର୍ଷା ଲାଗିରହିଥିବା ବେଳେ ବଜ୍ରପାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଏନେଇ ପୁଲିସ ଅଧିକ ଛାନ୍ ଭିନ୍ ଆରମ୍ଭ କରିଛି।
BREAKING NEWS
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
Comments are closed.