ଭଞ୍ଜନଗର : ଜଙ୍ଗଲରୁ ଠାବ ହୋଇଛି ମୃତଦେହ । ତାରାସିଂ ବନାଞ୍ଚଳ ଆମ୍ବଝରା ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ କଳିଙ୍ଗପଦର ଅଞ୍ଚଳରର ଶ୍ୟାମଘନ ଜାନି । ହାତୀ ଆକ୍ରମଣରେ ଶ୍ୟାମଘନଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇ ଗତକାଲିଠାରୁ ନିଖୋଜ ଥିଲେ ଶ୍ୟାମଘନ । ତେବେ ଆଜି ତାଙ୍କର ମୃତଦେହ ଠାବ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ବ୍ୟବଚ୍ଛେଦ ପରେ ମୃତ୍ୟୁର ଅସଲ କାରଣ ଜଣାପଡିବ ବୋଲି ପୋଲିସ କହିଛି ।
BREAKING NEWS
- ନେପାଳରେ ବନ୍ୟା; ମୃତ୍ୟୁ ସଂଖ୍ୟା ୧୬୦କୁ ବୃଦ୍ଧି, ୧୩୩ ଭାରତୀୟ ନିଖୋଜ…
- ନେପାଳରେ ହଠାତ୍ ବନ୍ୟା ଆସିବାର କାରଣ କଣ ?
- ଲୁହାପଥର ଚୋରାଚାଲାଣ ବେଳେ ମାଡିବସିଲା ପୋଲିସ; ୩ ଗିରଫ
- ଦେଶର ୧୧ ହଜାର କିମି ରେଳପଥର ହେବ ସମ୍ପ୍ରସାରଣ: ଯୋଜନାର ରୂପରେଖ ସ୍ପଷ୍ଟ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଆପଣ ବହୁତ ହଟ୍ ଓ ବିୟୁଟିଫୁଲ୍’; ରିଆଲିଟି ସୋ’ରେ ମଲ୍ଲିକାଙ୍କୁ ଖୋଲା ପ୍ରଶଂସା କରି ଚର୍ଚ୍ଚାରେ ଲାଲୁଙ୍କ ପୁଅ
- ଜଣେ ବ୍ୟକ୍ତି କେତୋଟି କ୍ରେଡିଟ୍ କାର୍ଡ ରଖିପାରିବେ? ଜାଣନ୍ତୁ କ’ଣ ରହିଛି ଆରବିଆଇର ନୂଆ ନିୟମ
- ଚିନି ବନ୍ଦ କଲେ କମିବ କି ଡାଇବେଟିସ୍? ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ମେଡିକାଲ୍ ରିସର୍ଚ୍ଚରୁ ଜାଣନ୍ତୁ ସତ୍ୟତା
- ପାର୍ବଣ ପୂର୍ବରୁ ସରକାରଙ୍କ ବଡ଼ ପଦକ୍ଷେପ: କଳାବଜାରୀ ରୋକିବାକୁ ନୂଆ ନିୟମ, ନିୟନ୍ତ୍ରଣକୁ ଆସିଲା ଦର
- Jail Warder Brutally Attacked:ଜେଲ୍ ୱାର୍ଡେନଙ୍କୁ ଭୁଜାଲିରେ ପ୍ରାଣାନ୍ତକ ଆକ୍ରମଣ;ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର
- ଓଡ଼ିଶାର ଇଞ୍ଜିନିୟରିଂ କଲେଜରେ ହାହାକାର: ଓଜେଇଇ ନାମଲେଖା ପରେ ଖାଲି ପଡ଼ିଛି ୩୭ ହଜାର ବି-ଟେକ୍ ସିଟ୍

Comments are closed.