କଟକ : ଜଗତପୁର କଣିବାଟି ନିକଟ କେନାଲରୁ ଉଦ୍ଧାର ହୋଇଛି ଯୁବକଙ୍କ ମୃତଦେହ । ମୃତ ଯୁବକ ହେଲେ ରମେଶ ଭୋଇ । ସେ ଜଣେ ଦିନ ମଜୁରିଆ ହୋଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ରମେଶ ନିଜ ଘରୁ ବାହାରି କେନାଲ ପାଖକୁ ଆସିଥିଲେ । କିନ୍ତୁ ତାପରେ ଆଉ ଘରକୁ ଫେରି ନଥିଲେ । ଏବଂ ସକାଳୁ କେନାଲ ଭିତରେ ତାଙ୍କ ମୃତଦେହ ମିଳିଥିଲା । ଏହାସହ କେନାଲର ପୋଲ ଉପରେ ରକ୍ତ ଛିଟା ପଡ଼ିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ବିକ ସ୍ଥିତିକୁ ଦେଖିଲେ ଏହା ଏକ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି । ଖବର ପାଇ ଜଗତପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- HLCA meeting: ଖୋର୍ଦ୍ଧାରେ ସେମିକଣ୍ଡକ୍ଟର ମେମୋରି ଚିପ୍ ପ୍ଲାଣ୍ଟ, ଢ଼େଙ୍କାନାଳରେ ଡିଫେନ୍ସ ଉପକରଣ ନିର୍ମାଣ ୟୁନିଟ ହେବ ନିର୍ମାଣ
- OKCLର ବାର୍ଷିକ ଉତ୍ସବ-୨୦୨୬:“ଘରେ ଘରେ ଓଏସ-ସିଆଇଟି – ସମସ୍ତଙ୍କ ପାଇଁ କୃତ୍ରିମ ବୁଦ୍ଧିମତା”ଶପଥ ଆହ୍ୱାନ
- ଏ କି ବ୍ୟବସ୍ଥା ? ଟ୍ରାକ୍ଟରରେ ବୁହାହୋଇ ପରୀକ୍ଷା କେନ୍ଦ୍ରକୁ ଗଲେ ଦଶମ ଶ୍ରେଣୀ ଛାତ୍ର
- ଟି୨୦ ବିଶ୍ୱକପ: ସୁପର ଏଇଟର ପ୍ରଥମ ମ୍ୟାଚ ବର୍ଷା ଯୋଗୁ ବାତିଲ
- ଓଡ଼ିଶାକୁ ଚିନ୍ତା ବାଲ୍ୟ ବିବାହ, ୧୨ ଜିଲ୍ଲାରେ ଅଧିକ…
- ଅନୁଗୁଳ ଜଙ୍ଗଲରେ ପିକନିକ, ସାମାଜିକ ସମାବେଶ ମନା
- ଟି୨୦ ବିଶ୍ୱକପ: ଚୂଡାନ୍ତ ଏକାଦଶରେ ବଡ ପରିବର୍ତନ କରିବା ଲକ୍ଷ୍ୟରେ ନାହିଁ ଟିମ ଇଣ୍ଡିଆ
- Opium Cultivation: ୨୨ କୋଟିର ଅଫିମ ଗଛ ନଷ୍ଟ,୩ ମହିଳାଙ୍କ ସମେତ ୬ ଗିରଫ
- ୪୭ ବର୍ଷ ପରେ ଏକାଠି ରଜନୀକାନ୍ତ ଓ କମଲ ହାସନ, ଧମାକା କଲା ପ୍ରୋମୋ…
- ୧୦ ବର୍ଷ ପରେ ଅଷ୍ଟ୍ରେଲିଆକୁ ଟି୨୦ ସିରିଜରେ ହରାଇଲା ଭାରତ
Comments are closed.