ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ବୁଧବାର ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୬୩୭ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚିତ କରାଯାଇଛି ।
Death toll due to coronavirus rises to 38 in country; number of cases increases to 1,637: Health Ministry
— Press Trust of India (@PTI_News) April 1, 2020
୧,୬୩୭ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୬୬ଟି ମାମଲା ସକ୍ରିୟ ଥିବାବେଳେ ୧୩୩ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
Comments are closed.