Latest Odisha News

BREAKING NEWS

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି; ୧,୬୩୭ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ବୁଧବାର ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୬୩୭ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚିତ କରାଯାଇଛି ।

୧,୬୩୭ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୬୬ଟି ମାମଲା ସକ୍ରିୟ ଥିବାବେଳେ ୧୩୩ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

Leave A Reply

Your email address will not be published.