ଓଡ଼ିଶା ସମ୍ବାଦ ବ୍ୟୁରୋ : ଗୋମାତା’ଙ୍କୁ ଜାତୀୟ ପ୍ରାଣୀ ଭାବେ ଘୋଷଣା କରାଯାଉ ବୋଲି ଯୋଗଗୁରୁ ବାବା ରାମଦେବ କହିଛନ୍ତି । ରବିବାର ଦିନ ବାବା ରାମଦେବ ଏପରି ଦାବି କରିଛନ୍ତି । ଆନ୍ଧ୍ର ପ୍ରଦେଶର ତିରୁପତିସ୍ଥିତ ମହତି ଅଡିଟରିୟମ୍ ରେ ଆୟୋଜିତ ଦୁଇଦିନିଆ ଗୋ ମହାସମ୍ମଳନୀର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ବାବା ରାମଦେବ କହିଛନ୍ତି ଯେ ଟିଟିଡି ଟ୍ରଷ୍ଟ ବୋର୍ଡର ପରାମର୍ଶ ଅନୁଯାୟୀ ଗାଇକୁ ଜାତୀୟ ପ୍ରାଣୀ ଭାବେ ଘୋଷଣା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହ ପ୍ରସ୍ତାବନା ଆଗତ କରିବା ଉଚିତ। ଅନ୍ୟପଟେ ସେ କହିଛନ୍ତି ଗୋ ସଂରକ୍ଷଣ ଅଭିଯାନରେ ପତଞ୍ଜଳି ପୀଠ ସବୁଠାରୁ ଆଗରେ ରହିଛି।ଗୋ ମହା ସମ୍ମିଳନୀରେ ଏହି ପ୍ରସ୍ତାବନା ସମସ୍ତ ଗୋ ପ୍ରେମୀଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି କରିବ ବୋଲି ରାମଦେବ କହିଛନ୍ତି।
BREAKING NEWS
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍
- Student Polls: ଜେନ୍-ଜିଙ୍କୁ ଡରୁଛି ବିଜେପି? ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତ ଅଭିଯୋଗ, ରାସ୍ତାକୁ ଓହ୍ଲାଇବ ବିଜେଡି!
- Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର ସୁରକ୍ଷାକର୍ମୀଙ୍କ ନଜର; CJP ପ୍ରଦର୍ଶନ ପୂର୍ବରୁ ରାଜଧାନୀରେ ଅଭୂତପୂର୍ବ ସୁରକ୍ଷା
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ

Comments are closed.