ଆଠଗଡ଼: ଜଙ୍ଗଲରୁ ପୁଣି ଦନ୍ତା ହାତୀର ମୃତଦେହ ଉଦ୍ଧାର । କଟକ ଜିଲ୍ଲା ଆଠଗଡ଼ ଖୁଣ୍ଟୁଣୀ ରେଞ୍ଜ ଅନ୍ତର୍ଗତ ରାଣୀ ବଣିଆ ସଂରକ୍ଷିତ ଜଙ୍ଗଲରୁ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି । ଅନୁମାନ କରାଯାଉଛି ଗତ 15 ଦିନ ତଳେ ହାତୀର ମୃତ୍ୟୁ ହୋଇଛି । ମୃତ୍ୟୁର ସଠିକ କାରଣ ଜଣା ପଡିନି । ତେବେ ଭାଇରାଲ୍ ଇନଫେକସନରୁ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରୁଛି ବନ ବିଭାଗ । ମୃତଦେହକୁ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି । ହାତୀଟି କୌଣସି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛି ନା ଶିକାର କରାଯାଇଛି ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
BREAKING NEWS
- Shri Jagannath Darshan Scheme: ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
- Bangladesh Election: ନିଜ ଦେଶ ଫେରିଯିବେ କି ନିର୍ବାସିତା ଶେଖ ହସିନା?…ଏବେ ତାରିକ ରହମାନ ଯୁଗରେ କେମିତି ରହିବ ଭାରତ-ବାଂଲାଦେଶ ସମ୍ପର୍କ?
- ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ଆଗୁଆ ନାମଲେଖା
- Odisha Contractors Protest: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ
- New PMO at ‘Seva Teerth’: ୮୦ ବର୍ଷ ପରେ ଭାରତର ଶକ୍ତି ବ୍ୟବସ୍ଥାରେ ପରିବର୍ତ୍ତନ, ଏଣିକି ‘ସେବା ତୀର୍ଥ’ରୁ ଚାଲିବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…
- Maoist Posters: ରାୟଗଡ଼ାରେ କେବିକେ ଡିଭିଜନ୍ ପକ୍ଷରୁ ଲାଗିଲା ମାଓ ପୋଷ୍ଟର
- ପାରାଦୀପ ହେବ ବ୍ଲୁ ଫ୍ଲାଗ ବିଚ୍: ସମୀକ୍ଷା କଲେ ମୁଖ୍ୟ ସଚିବ
- ଭିତରକନିକାରେ ହ୍ରାସ ପାଇଲା ଡଲଫିନ ସଂଖ୍ୟା, ଚଳିତ ବର୍ଷ କମିଛନ୍ତି ଏତିକି ଡଲଫିନ୍…
- ୬ ପତ୍ନୀଙ୍କ ପାଇଁ ୨୦ ଫୁଟର ପଲଙ୍କ.. କିଏ ସେହି ମହାନ କଳାକାର !
- ରିୟାନ ପରାଗ ହେବେ ରାଜସ୍ଥାନ ରୟାଲ୍ସର ଅଧିନାୟକ
Comments are closed.