Latest Odisha News

BREAKING NEWS

ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି, ଗାଡ଼ି ଚଳାଚଳରେ ବାଧା

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଶୀତ । ବିଭିନ୍ନ ସ୍ଥାନରେ ପାରଦ ୧୫ଡିଗ୍ରୀ ତଳେ ରହୁଛି । ଏହାସହ କୁହୁଡ଼ି ବି ପଡୁଛି । ଆଜି ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ପଡ଼ିଥିଲା । ସକାଳୁ ସକାଳୁ ଏତେମାତ୍ରାରେ କୁହୁଡ଼ି ପଡିଥିଲା ଯେ ରାସ୍ତାଘାଟ କିଛି ଦେଖାଯାଉ ନଥିଲା ।

ଏପରିକି ୨୦ମିଟର ଭିତରେ ଲୋକ କିଛି ଦେଖିପାରୁ ନଥିଲେ । ଫଳରେ ରାଜପଥରେ ବାଧାପ୍ରାପ୍ତ ହୋଇଥିଲା ଗାଡ଼ି ମୋଟର ଚଳାଚଳ । ସକାଳ ସାଢ଼େ ୮ଟା ଯାଏଁ ଏଭଳି କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.