ଭୁବନେଶ୍ୱର : ବହୁ ଦିନ ଧରି ଅସୁସ୍ଥ ରହିବା ପରେ ବୁଧବାର ନନ୍ଦନକାନନରେ ଏକ ଅଣ୍ଡିରା ହରିଣର ମୃତ୍ୟୁ ହୋଇଯାଇଛି । ଏହି ହରିଣଟି ଅଦଳବଦଳ ପକ୍ରିୟାରେ ରାଜସ୍ଥାନ ନହରଗଡ ଟିଡିଆଖାନାରୁ ଆସିଥିଲା । ୨ ଅଣ୍ଡିରା ଚିଙ୍କାରାଙ୍କ ମଧ୍ୟପେ ଲଢେଇରେ ଗୁରୁତର ହେବାରୁ ହରିଣଟିର ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି ।ଏହି ହରିଣକୁ ୩୬ ନମ୍ବର ଖୁଆଡରେ କିଛି ଦନି ପାଇଁ ସଙ୍ଗରୋଧରେ । ହେଲେ ଏବେ ତା ର ମୃତ୍ୟୁ ହୋଇଯାଇଛି । ଗତକାଲି ଅପରାହ୍ନରେ ହରିଣଟି ଖୁଆଡରେ ମରିପଡିଥିବା ରକ୍ଷକ ଦେଖିଥିଲେ।
BREAKING NEWS
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
Comments are closed.