ଭୁବନେଶ୍ୱର : ବହୁ ଦିନ ଧରି ଅସୁସ୍ଥ ରହିବା ପରେ ବୁଧବାର ନନ୍ଦନକାନନରେ ଏକ ଅଣ୍ଡିରା ହରିଣର ମୃତ୍ୟୁ ହୋଇଯାଇଛି । ଏହି ହରିଣଟି ଅଦଳବଦଳ ପକ୍ରିୟାରେ ରାଜସ୍ଥାନ ନହରଗଡ ଟିଡିଆଖାନାରୁ ଆସିଥିଲା । ୨ ଅଣ୍ଡିରା ଚିଙ୍କାରାଙ୍କ ମଧ୍ୟପେ ଲଢେଇରେ ଗୁରୁତର ହେବାରୁ ହରିଣଟିର ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି ।ଏହି ହରିଣକୁ ୩୬ ନମ୍ବର ଖୁଆଡରେ କିଛି ଦନି ପାଇଁ ସଙ୍ଗରୋଧରେ । ହେଲେ ଏବେ ତା ର ମୃତ୍ୟୁ ହୋଇଯାଇଛି । ଗତକାଲି ଅପରାହ୍ନରେ ହରିଣଟି ଖୁଆଡରେ ମରିପଡିଥିବା ରକ୍ଷକ ଦେଖିଥିଲେ।
BREAKING NEWS
- ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ମୃତ୍ୟୁ
- ବାପା, ମାଆ ସିଟରେ ଲଢ଼ିବେ ପୁଅ
- ମୁଜୀବ ଉର ରହେମାନଙ୍କ ସ୍ଥାନରେ ଏହି ୧୬ ବର୍ଷୀୟ ବୋଲରଙ୍କୁ ଦଳରେ ସାମିଲ କଲା କେକେଆର
- ଦୀପାଳି-ବର୍ଷା-ଅଳକା: କାହାକୁ ଟିକେଟ, କାହାର କଟିବ ?
- ପଦାର୍ପଣ ଡାଇମଣ୍ଡ ଲିଗରେ କମାଲ କରିବା ଲକ୍ଷ୍ୟରେ ଓଡିଶାର ଜାଭେଲିନ ଥ୍ରୋୟର କିଶୋର
- ପଦ୍ମ ଧରିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
- ଭାରତୀୟ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଲା ଓସ୍ଜା
- ଦିନିକିଆ ବିଶ୍ୱକପ କ୍ରିକେଟ ୨୦୨୭: ଚ୍ୟାଲେଂଜ ଲିଗ ପାଇଁ ଟିମ ଘୋଷଣା
- ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା
- ରୋହିତଙ୍କ ପାଖକୁ ଫେରିବ କି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଦାୟିତ୍ୱ