Latest Odisha News

BREAKING NEWS

ଦିଲ୍ଲୀରେ ଭୁମିକମ୍ପର ଝଟକା, ଲୋକେ ଭୟଭୀତ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଶୁକ୍ରବାର ଦିନ ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି ।

ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୨.୩ ମପା ଯାଇଥିଲା ।

ଆହୁରି ମଧ୍ୟ ଏହି ଏଜେନ୍ସିର ରିପୋର୍ଟ ଅନୁଯାୟୀ ଦିଲ୍ଲୀର ନାଗଲୋଇରେ ଏହି ଭୁମିକମ୍ପ ଅନୁଭୂତ ହୋଇଥିଲା ବେଳେ ଏଯାବତ୍ କିଛି କ୍ଷୟକ୍ଷତିର ସୂଚନା ମିଳିନାହିଁ।

Leave A Reply

Your email address will not be published.