Latest Odisha News

BREAKING NEWS

ନିର୍ବାଚନ ଲଢ଼ିବେ ବରିଷ୍ଠ ନେତା ଦିଲୀପ ରାୟ

ଦିଲ୍ଲୀ: ନିର୍ବାଚନ ଲଢ଼ିବେ ବରିଷ୍ଠ ନେତା ଦିଲୀପ ରାୟ କୋଇଲା ଦୁର୍ନୀତି ମାମଲାରେ ଦୋଷୀ ସାବସ୍ତ୍ୟ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲୀପ ରାୟ ଚଳିତ ନିବାର୍ଚନ ଲଢ଼ିବେ । କୋର୍ଟର ରହିତାଦେଶ ପରେ ଦିଲୀପ ଙ୍କ ମିଳିଲା ଆଶ୍ଵସ୍ତି । ୧୯୯୯ ମସିହାରେ ଝାଡ଼ଖଣ୍ଡ ବ୍ଲକ ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ୩ ବର୍ଷ ଜେଲ୍ ଦଣ୍ଡାଦେଶ ପାଇଥିବା ଦିଲ୍ଲୀପ ରାୟ ଏବେ ୨୦୨୪ ନିର୍ବାଚନ ଲଢ଼ିବେ ।

 

Comments are closed.