ନୂଆଦିଲ୍ଲୀ: କରୋନାରେ ଆଖି ବୁଜିଲେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତେନ୍ଦ୍ର ଜୈନଙ୍କ ବାପା । ତାଙ୍କ ନାଁ ରାମ ଶରଣ ଜୈନ୍ । ଗତକାଲି ତାଙ୍କର ଦେହାନ୍ତ ହୋଇଛି । ସେ ଜଣେ ଅବସରପ୍ରାପ୍ତ ସ୍କୁଲ ଶିକ୍ଷକ ଥିଲେ । କରୋନା ସଂକ୍ରମିତ ହେବା ପରେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ଦିଲ୍ଲୀ ସ୍ଥିତି ସିଟି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ରାମ ଶରଣ ଜୈନ୍ । ସ୍ୱାସ୍ଥ୍ୟମନ୍ତ୍ରୀ ସତେନ୍ଦ୍ର ଜୈନଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ । ପୂର୍ବରୁ ଗତବର୍ଷ ଜୁନ୍ ମାସରେ କରୋନା ସଂକ୍ରମିତ ହୋଇଥିଲେ ସତେନ୍ଦ୍ର ଜୈନ୍ ।
BREAKING NEWS
- ଉତ୍କଳ ବିଶ୍ୱବିଦ୍ୟାଳୟରେ ବୋମା ମାଡ!
- ସାଉଦି ଆରବ ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଜଣେ ଭାରତୀୟ ମୃତ, ଦୁଇ ପୁଅ ହସ୍ପିଟାଲରେ ଭର୍ତ୍ତି
- ୩ୟ ଟି୨୦: ୱେଷ୍ଟଇଣ୍ଡିଜକୁ ୧୪ ରନ୍ରେ ହରାଇଲା ଭାରତ, ସିରିଜ୍ରେ ୨-୧ରେ ଆଗୁଆ
- ବସଷ୍ଟାଣ୍ଡରୁ ବାଘ ଚମଡ଼ା ଜବତ ଘଟଣା;ଆଉ ତିନି ଗିରଫ
- Drone-Based Surveillance:ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ପୂର୍ବ ତଟ ରେଳପଥ ଅଗ୍ରଣୀ;୧୧ଟି ଡ୍ରୋନ୍ ଦ୍ୱାରା ୨୮୪ଟି ଷ୍ଟେସନରେ ନିରୀକ୍ଷଣ
- ଏଆଇ, ପରମାଣୁ ଯୁଦ୍ଧ, ଜୈବଅସ୍ତ୍ର ଆଗାମୀ ୭୫ ବର୍ଷରେ ମାନବଜାତି ପାଇଁ ବିପଦ: ରିପୋର୍ଟ
- ଅନ୍ଧବିଶ୍ୱାସର କରୁଣ ପରିଣତି: ଗୁଣିଗାରେଡ଼ି ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ
- DRI Seizes Gold:ମିଳିଲା ଗୁପ୍ତ ଚାମ୍ବର; ୮.୯୮ କୋଟି ମୂଲ୍ୟର ସୁନା ଜବତ, ୨ଅଭିଯୁକ୍ତ ଗିରଫ
- ଏସସିବି ମେଡିକାଲରେ ମାନସିକ ରୋଗୀଙ୍କ ମୃତ୍ୟୁ ଘଟଣା: ଆଟେଣ୍ଡାଣ୍ଟ ଓ ସୁରକ୍ଷାକର୍ମୀ ଗିରଫ
- ରଣଜୀ ଟ୍ରଫି: ବିନା ମ୍ୟାଚ୍ ଖେଳି ପରାଜୟର ସମ୍ମୁଖୀନ ହେଲା ଅରୁଣାଚଳ ପ୍ରଦେଶ

Comments are closed.