ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ ରବିବାର ୨ ବାଂଲାଦେଶୀ ଆତଙ୍କବାଦୀଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ କେତେକ ପାସପୋର୍ଟ ଓ ବାଂଲାଦେଶ ମନ୍ତ୍ରଣାଳୟର ୧୦ ନକଲି ଷ୍ଟାମ୍ପ ଜବତ କରାଯାଇଛି । ଏହି ୨ଜଣଙ୍କ ନାମ ହେଲା ମହମ୍ମଦ ମୁସ୍ତାଫା ଓ ମହମ୍ମଦ ହୁସେନ । ୧୫ ଅଗଷ୍ଟ ପୂର୍ବରୁ ରାଜଧାନୀ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨ ବାଂଲାଦେଶୀଙ୍କୁ ଅଧିକ ପଚରାଉଚରା ପାଇଁ ଅଟକ ରଖାଯାଇଛି । ଏହା ପୂର୍ବରୁ ଉତରପ୍ରଦେଶରୁ ଜୈଶ ଏ ମହମ୍ମଦ ଆତଙ୍କବାଦୀ ସଂଗଠନ ସହ ସମ୍ପର୍କ ରଖିଥିବା ୧୯ ବର୍ଷୀୟ ହବିବୁଲଙ୍କ ମଧ୍ୟ ଗିରଫ କରାଯାଇଥିଲା । ପଞ୍ଜାବ ପୋଲିସ ମଧ୍ୟ ଦିଲ୍ଲୀ ପୋଲିସ ସହାୟତାରେ ପାକିସ୍ତାନ ଆଇଏସଆଇ ସମର୍ଥୀତ ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିଲା । ସେମାନଙ୍କ ନିକଟରୁ ପ୍ରଚୁର ମାତ୍ରାର ବିସ୍ଫୋରକ ଜବତ କରାଯାଇଥିଲା । ଭାରତରେ ଆଜାଦୀର ଅମୃତ ମହୋତ୍ସବ ଅବସରରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଆତଙ୍କବାଦୀ ଉଦ୍ୟମ କରୁଛନ୍ତି ।
BREAKING NEWS
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା

Comments are closed.