ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ମ୍ୟୁନିସିପାଲ କାଉଂସିଲ ଇଶରତ ଜହାଁକୁ ପୋଲିସ ଗିରଫ କରିଛି । ହିଂସାକୁ ଉସ୍କାଉଥିବା ଅଭିଯୋଗରେ ଶନିବାର ପୋଲିସ ତାଙ୍କୁ ଗିରଫ କରିଛି । ଗତ ସୋମବାର ଓ ମଙ୍ଗଲବାର ଜଗତପୁରୀ ଅଂଚଳରେ ହୋଇଥିବା ସାମ୍ପ୍ରଦାୟିକ ହିଂସାରେ ଇଶରତ ସାମିଲ ଥିବା ଅଭିଯୋଗ ହୋଇଛି । ତାଙ୍କ ନାଁରେ ପୋଲିସ ଏକ ମାମଲା ରୁଜୁ କରି ଇଶରତଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଏହି ମାମଲାରେ କୋର୍ଟ ଶୁଣାଣି କରି ତାଙ୍କ ଜାମିନ ଖାରଜ କରିବା ସହ ତାଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ତଦନ୍ତ ହାଜତକୁ ପଠାଇ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ ୫୦ ଦିନ ହେଲା ଇଶରତ ସିଏଏ ବିରୋଧରେ ଆନ୍ଦୋଳନ କରିଆସୁଥିଲେ । ସେହିପରି ଉତ୍ତର-ପୂର୍ବ ଦିଲ୍ଲୀରେ ଗତ କିଛି ଦିନ ହେବ ନାଗରିକତା ସଂଶୋଧନ ଆଇନ୍ ବିରୋଧରେ ହିଂସା ଉଗ୍ର ରୂପ ନେଇଥିଲା । ଏଥିରେ ପ୍ରାୟ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଏବେ କିନ୍ତୁ ସ୍ଥିତି ସୁଧୁରିବାରେ ଲାଗିଛି ।
BREAKING NEWS
- ଜନ୍ମଦିନରେ ଜଳିଲା ଯବାନଙ୍କ ଜୁଇ; ଭି. ତେଜାଙ୍କ ପାଇଁ କାନ୍ଦୁଛି ଜନ୍ମମାଟି…
- ଗଞ୍ଜାମରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ; ୨ ଆହତ
- Repo Rate Hike: ୪ ବର୍ଷ ପରେ RBIର ବଡ଼ ଝଟକା! ବଢ଼ିଲା ରେପୋ ରେଟ୍, ମହଙ୍ଗା ହେବ ଲୋନ୍… ବଢ଼ିବ EMI
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍
- Gen Z ଙ୍କ ପ୍ରକୋପରେ ଜଳୁଛି ଫ୍ରାନ୍ସ…
- ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ ଯୋଜନା ଘୋଷଣା କଲେ ହିଜବୁଲ୍ଲା ମୁଖିଆ ସେଖ ନଇମ କାସେମ
- ତେଲ ଟ୍ୟାଙ୍କର ଉପରେ ୟୁକ୍ରେନର ଡ୍ରୋନ ଆଟାକ, ୨୩ ଭାରତୀୟ କ୍ରୁ ଉଦ୍ଧାର…
- ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ; ଦିଲ୍ଲୀରେ ଝଟକା ଅନୁଭୂତ

Comments are closed.