ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ହିଂସା ଉଗ୍ର ହେବାରେ ଲାଗିଛି । ହିଂସା ଯୋଗୁଁ ଏଯାଏଁ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଜଣ ପୋଳିସ କର୍ମଚାରୀ ଥିବା ଜଣାପଡିଛି । ସେପଟେ ଏହି ହିଂସାକୁ ନେଇ ଦିଲ୍ଲୀ ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି । ଏହାସହ କୋର୍ଟ ଦିଲ୍ଲୀ ପୋଲିସକୁ ଭର୍ତ୍ସନା କରିଛନ୍ତି । ସେ କହିଛନ୍ତି, ଦିଲ୍ଲୀରେ ୧୯୮୪ର ପିନରାବୃତ୍ତି ନ ହେଉ । ଏଭଳି ହେବାକୁ ଦିଆଯିବ ନାହିଁ ବୋଲି କୋର୍ଟ କହିଛନ୍ତି ।
ଉତ୍ତର ପୂର୍ବ ଦିଲ୍ଲୀର ବିଭିନ୍ନ ସ୍ଥାନରେ ହିଂସାରେ ସାମିଲ ହୋଇଥିବା ଲୋକଙ୍କୁ ଗିରଫ କରିବା ଦାବିରେ ଦିଲ୍ଲୀ ହାଇକୋର୍ଟରେ ଆବେଦନ ହୋଇଥିଲା । ଏହାର ଶୁଣାଣି କରି ବୁଧବାର ଦିଲ୍ଲୀ ହାଇକୋର୍ଟ ଏଭଳି କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ପୋଲିସକୁ ହିଂସା ମାମଲାରେ ଅଦଲାତଙ୍କ ନିର୍ଦ୍ଦେଶ ଆବଶ୍ୟକ ନାହିଁ । ପୋଲିନ ନିଜେ ଏଦିଗରେ କାର୍ଯ୍ୟନୁଷ୍ଟାନ ଗ୍ରହଣ କରିପାରିବ ବୋଲି ସେ କହିଛନ୍ତି ।
BREAKING NEWS
- Congress: ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ: ଭକ୍ତ ଦାସ
- Leopard Skin: କଲରାପତରିଆ ବାଘ ଛାଲ ଡିଲ୍ ବେଳେ ୩ ଜଣଙ୍କୁ ଗିରଫ କଲା ବନବିଭାଗ
- US Exit WHO: ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି, WHO ରୁ ଓହରିଗଲା ଆମେରିକା!
- India Post Revenue: ପ୍ରଥମ ତିନି ଚଉଠରେ ଭାରତୀୟ ଡାକର ଲାଭ ୮.୨ ପ୍ରତିଶତ ବୃଦ୍ଧି
- ୨୪ରୁ ରାଜ୍ୟବ୍ୟାପୀ ଘରୋଇ ବସ୍ ଧର୍ମଘଟ ଡାକରା ବଳବତ୍ତର
- ଟ୍ରମ୍ପଙ୍କୁ ଖୁସି କରିବାକୁ ଯାଇ ରାଜନୈତିକ ବିବାଦରେ ଫସିଲା ପାକିସ୍ତାନ, BoP କୁ ନେଇ ହଙ୍ଗାମା
- ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ବାଂଲାଦେଶ କ୍ରିକେଟର ଆତ୍ମଘାତୀ ପଦକ୍ଷେପ
- UP To Blackout: ଆଜି ସନ୍ଧ୍ୟା ୬ଟାରେ ପୁରା ଅନ୍ଧାର ହୋଇଯିବ ଉତ୍ତର ପ୍ରଦେଶ, ଏମିତି କ’ଣ କରିବାକୁ ଯାଉଛନ୍ତି ଯୋଗୀ ସରକାର?
- Vice President Arrives: ପହଞ୍ଚିଲେ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍, କଟକ ଗସ୍ତ କରି ନେତାଜୀଙ୍କୁ ଅର୍ପଣ କଲେ ଶ୍ରଦ୍ଧାଞ୍ଜଳି…
Comments are closed.