ନୂଆଦିଲ୍ଲୀ: ଦିଲ୍ଲୀରେ ନାଗରିକତା ହିଂସା ଉଗ୍ର ହେବାରେ ଲାଗିଛି । ହିଂସା ଯୋଗୁଁ ଏଯାଏଁ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଜଣ ପୋଳିସ କର୍ମଚାରୀ ଥିବା ଜଣାପଡିଛି । ସେପଟେ ଏହି ହିଂସାକୁ ନେଇ ଦିଲ୍ଲୀ ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି । ଏହାସହ କୋର୍ଟ ଦିଲ୍ଲୀ ପୋଲିସକୁ ଭର୍ତ୍ସନା କରିଛନ୍ତି । ସେ କହିଛନ୍ତି, ଦିଲ୍ଲୀରେ ୧୯୮୪ର ପିନରାବୃତ୍ତି ନ ହେଉ । ଏଭଳି ହେବାକୁ ଦିଆଯିବ ନାହିଁ ବୋଲି କୋର୍ଟ କହିଛନ୍ତି ।
ଉତ୍ତର ପୂର୍ବ ଦିଲ୍ଲୀର ବିଭିନ୍ନ ସ୍ଥାନରେ ହିଂସାରେ ସାମିଲ ହୋଇଥିବା ଲୋକଙ୍କୁ ଗିରଫ କରିବା ଦାବିରେ ଦିଲ୍ଲୀ ହାଇକୋର୍ଟରେ ଆବେଦନ ହୋଇଥିଲା । ଏହାର ଶୁଣାଣି କରି ବୁଧବାର ଦିଲ୍ଲୀ ହାଇକୋର୍ଟ ଏଭଳି କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ପୋଲିସକୁ ହିଂସା ମାମଲାରେ ଅଦଲାତଙ୍କ ନିର୍ଦ୍ଦେଶ ଆବଶ୍ୟକ ନାହିଁ । ପୋଲିନ ନିଜେ ଏଦିଗରେ କାର୍ଯ୍ୟନୁଷ୍ଟାନ ଗ୍ରହଣ କରିପାରିବ ବୋଲି ସେ କହିଛନ୍ତି ।
BREAKING NEWS
- ରିୟାଦରେ ଭୟଙ୍କର ଆକ୍ରମଣ:ସାଉଦି ଆରବ ବିମାନବନ୍ଦରରେ ହୁତି ବିଦ୍ରୋହୀଙ୍କ ମିସାଇଲ୍ ମାଡ଼ରେ ୧୨ ମୃତ, ୩୦୦ରୁ ଅଧିକ ଆହତ
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ୪ବର୍ଷରେ ପାଣିରେ ବୁଡି ଗଲାଣି ୩୬୮୪ ଜୀବନ;୨୭୨୯ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର…
- ମହାବିଦ୍ୟାଳୟ ପରିସରରେ ଵୋମା ମାଡ;କଲେଜ ପରିସରରେ ଭୟର ବାତାବରଣ
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ଏହି ଦିନ କଟକଚଣ୍ଡୀ ମନ୍ଦିର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ

Comments are closed.