ନୂଆଦିଲ୍ଲୀ: ଫେଲ୍ ମାରିଲା ଶେଷ ଚାଲ । ଅଟକିବନି ‘ଡେଥ ୱାରେଂଟ’ । ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କ ପାଇଁ କାଲି ହେବ ଶେଷ ସୂର୍ଯ୍ୟୋଦୟ । ଆସନ୍ତାକାଲି ଫାଶୀ ଖୁଂଟରେ ଝୁଲିବେ ୪ ସଇତାନ । ଫାଶୀ ଉପରେ ରହିତାଦେଶ ପାଇଁ ହୋଇଥିବା ଆବେଦନକୁ ଗୁରୁବାର ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଖାରଜ କରିଦେଇଛନ୍ତି ।
ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଆସନ୍ତାକାଲି ସକାଳ ୫ଟା ୩୦ରେ ତିହାସ ଜେଲ୍ ପରିସରର ୪ ଅଭିଯୁକ୍ତଙ୍କୁ ଫାଶି ଖୁଂଟରେ ଝୁଲାଯିବ । ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଏନେଇ ପୂର୍ବରୁ ଡେଥ ୱାରେଂଟ ଜାରି କରିଥିଲେ । ତେବେ ଡେଥ ୱାରେଂଟ ଉପରେ ରୋକ ଲଗାଇବା ପାଇଁ ଆଜି ଶେଷ ପ୍ରାୟସ କରିଥିଲେ ଅଭିଯୁକ୍ତ । ହେଲେ କୋର୍ଟ ତାଙ୍କ ଆବେଦନ ଖାରଜ କରି ଫାଶୀ ଦଣ୍ଡାଦେଶକୁ କାଏମ ରଖିଛନ୍ତି।
ଏହାପୂର୍ବରୁ ମାମଲାର ଅନ୍ୟତମ ଦୋଷୀ ଅକ୍ଷୟ ସିଂହର ଦ୍ୱିତୀୟ ଥର ରାଜକ୍ଷମା ନିବେଦନକୁ ରାଷ୍ଟ୍ରପତି ଖାରଜ କରିଥିବା ବେଳେ ପବନ ଗୁପ୍ତାର କ୍ୟୁରେଟିଭ ପିଟିନସକୁ ମଧ୍ୟ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି।
BREAKING NEWS
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ
- France in flames: ଜଳୁଛି ଫ୍ରାନ୍ସ; ଦୁଇଟି ବିଶ୍ୱଯୁଦ୍ଧର ଝଡ଼ ସହିଥିଲା, ଦଙ୍ଗାର ନିଆଁରେ ଛାରଖାର ୧୪୩ ବର୍ଷର ଐତିହାସିକ ଟାଉନ୍ ହଲ୍!
- Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ ମହାଷ୍ଟମୀ
- Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ
- Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ ପରିବାରକୁ ୨୫ ଲକ୍ଷର କ୍ଷତିପୂରଣ ଓ ସରକାରୀ ଚାକିରି
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍

Comments are closed.