ନୂଆଦିଲ୍ଲୀ: ସମାଜବାଦି ପାର୍ଟିର କର୍ମକର୍ତ୍ତା ଆଗାମୀ ଉତ୍ତରପ୍ରଦେଶ ନିର୍ବାଚନରେ ଟିକେଟ୍ ନମିଳିବାରୁ ଜଣେ ନେତା ଚରମ ନିଷ୍ପତ୍ତି ନେଇଛନ୍ତି। ସେ ଦଳୀୟ ଅଫିସ ବାହାରେ ହିଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।
ତାଙ୍କୁ ଅଟକ ରଖିବା ପୂର୍ବରୁ ଘଟଣାସ୍ଥଳରେ ଉପସ୍ଥିତ ଥିବା ପୋଲିସ କର୍ମଚାରୀମାନେ ତାଙ୍କୁ ଅଟକାଇବାକୁ ଚେଷ୍ଟା ମଧ୍ୟ କରିଥିଲେ।
Comments are closed.