ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରରେ ଭକ୍ତ ପ୍ରବେଶ | ବୁଧବାର ଦିନ ମା ବିରଜା ମନ୍ଦିରକୁ ଭକ୍ତ ମାନେ ପ୍ରବେଶ କରି କରିବା ସହ ମାଙ୍କ ଦର୍ଶନ କରି ପ୍ରାଥନା କରିଛନ୍ତି | ଦ୍ୱିତୀୟ କରୋନା ଲହରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରକୁ ମେ ୫ତାରିଖରୁ ଭକ୍ତ ମାନଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା |ରାଜ୍ୟ ସରକାର ଜ଼ିଲ୍ଲାର ଧର୍ମାନୁଷ୍ଠାନ ଖୋଲିବାପାଇଁ ଜ଼ିଲ୍ଲାପାଳଙ୍କୁ କ୍ଷମତା ପ୍ରଦାନ କରିବା ପରେ ଯାଜପୁର ଜ଼ିଲ୍ଲାପାଳ ଅଗଷ୍ଟ ୪ ତାରିଖରେ ଯାଜପୁର ଜ଼ିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଦେଇଥିଲେ |
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.