ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରରେ ଭକ୍ତ ପ୍ରବେଶ | ବୁଧବାର ଦିନ ମା ବିରଜା ମନ୍ଦିରକୁ ଭକ୍ତ ମାନେ ପ୍ରବେଶ କରି କରିବା ସହ ମାଙ୍କ ଦର୍ଶନ କରି ପ୍ରାଥନା କରିଛନ୍ତି | ଦ୍ୱିତୀୟ କରୋନା ଲହରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିରକୁ ମେ ୫ତାରିଖରୁ ଭକ୍ତ ମାନଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା |ରାଜ୍ୟ ସରକାର ଜ଼ିଲ୍ଲାର ଧର୍ମାନୁଷ୍ଠାନ ଖୋଲିବାପାଇଁ ଜ଼ିଲ୍ଲାପାଳଙ୍କୁ କ୍ଷମତା ପ୍ରଦାନ କରିବା ପରେ ଯାଜପୁର ଜ଼ିଲ୍ଲାପାଳ ଅଗଷ୍ଟ ୪ ତାରିଖରେ ଯାଜପୁର ଜ଼ିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଦେଇଥିଲେ |
BREAKING NEWS
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ

Comments are closed.