ଭୁବନେଶ୍ବର: ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ଶିବମନ୍ଦିରରେ ପ୍ରବଳ ଗହଳି । ବିଭିନ୍ନ ଶୈବପୀଠରେ କାଉଡିଆମାନେ ବାବା ଭୋଳନାଥଙ୍କୁ ଜଳଲାଗି କରିଛନ୍ତି । ମାନସିକ ପୂରଣ ଲାଗି ବିଭିନ୍ନ ନଦୀରୁ ପାଣି ଆଣି ଜଳ ଲାଗି କରିବା ପାଇଁ ସକାଳୁ ସକାଳୁ କାଉଡିଆଙ୍କ ମନ୍ଦିର ନିକଟରେ ଭିଡ ଲାଗିଥିଲା । ଏନେଇ ଲିଙ୍ଗରାଜ ମନ୍ଦିରରେ ହେବାକୁ ଥିବା ଭିଡ଼କୁ ଲକ୍ଷ୍ୟ କରି କମିସନରେଟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ରାଜଧାନୀ ସହର ସାରା ରୁଟ ଲାଇନିଂ ବ୍ୟବସ୍ଥା ସହ ଟ୍ରାଫିକ ମ୍ୟାନେଜମେଣ୍ଟ କରାଯାଇଛି । ମନ୍ଦିର ଭିତରେ ଓ ବାହାରେ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟାରିକେଟ ବ୍ୟବସ୍ଥା କରାଯାଇଛି। ରାଜ୍ୟର ବିଭିନ୍ନ ଶିବ ମନ୍ଦିରରେ ଶ୍ରଦ୍ଧାଳୁମାନେ ସକାଳୁ ଜଳଲାଗି କରୁଛନ୍ତି ।
BREAKING NEWS
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
- LPG cylinder shortage: ଏଲପିଜି ନିଅଣ୍ଟ ନେଇ କଂଗ୍ରେସର ପ୍ରତିବାଦ, ବିଜେପି ମୁଖ୍ୟାଳୟକୁ ନେଇଗଲା ମାଟି ଚୁଲି
- ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
- ଭାରତୀୟ ବ୍ୟବସାୟୀଙ୍କ ବଢିବ ଚିନ୍ତା: ପାଣି ବୋତଲ ଉପରେ ପ୍ରଭାବ ପକାଇପାରେ ଇରାନ ଯୁଦ୍ଧ
- ସାବଧାନ ! ଘରୁ ବାହାରିଲେ ଆପଣଙ୍କୁ ଦେବାକୁ ପଡିପାରେ ଟ୍ୟାକ୍ସ
- Removal of CEC Gyanesh Kumar: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ପାଇଁ ବିରୋଧୀଙ୍କ ପ୍ରସ୍ତୁତି, ୧୯୩ ବିରୋଧୀ ସାଂସଦଙ୍କ ସ୍ୱାକ୍ଷର!
- US plane crashes in Iraq: ଯୁଦ୍ଧ ମଧ୍ୟରେ ଇରାକରେ ଟଳି ପଡିଲା ଆମେରିକୀୟ KC-135 ବିମାନ, ଥିଲେ ୫ କ୍ରୁ ସଦସ୍ୟ…
- ଭାରତର ସଫଳତା: ଯୁଦ୍ଧ ଭିତରେ ହର୍ମୁଜ୍ ପ୍ରଣାଳୀ ଦେଇ ମୁମ୍ବାଇରେ ପହଞ୍ଚିଲା ଅଶୋଧିତ ତେଲ
- ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଭଲ ଖବର: ଦିଲ୍ଲୀ-ରିୟାଦ ବିମାନ ସେବା ପୁନର୍ବାର ଆରମ୍ଭ
Comments are closed.