Latest Odisha News

BREAKING NEWS

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO ସୌଭାଗ୍ୟ

ଭଦ୍ରକ: ଚାନ୍ଦବାଲି ଅଫିସ୍‌ରେ ଟଳିପଡ଼ିଲେ ଭଦ୍ରକ DFO ସୌଭାଗ୍ୟ କୁମାର ସାହୁ । କାର୍ଯ୍ୟରତ ବେଳେ ହଠାତ୍ ଟଳିପଡ଼ିଲେ ଡ଼ିଏଫଓ ସୌଭାଗ୍ୟ ।

ଚାନ୍ଦବାଲିରେ କାର୍ଯ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସୌଭାଗ୍ୟ ରଞ୍ଜନ ସାହୁଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବାରୁଣାଡିଆ ବୋଲି ଜଣାପଡ଼ିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ହୋଇଥିଲା । ଚାକିରି ଆଉ ୧୧ ମାସ ଥିଲା

Leave A Reply

Your email address will not be published.