ଭୁବନେଶ୍ବର : ଦିନିକିଆ ନୂଆପଡ଼ା ଗସ୍ତରେ ଯିବେ ଡିଜିପି ସୁନୀଲ ବଂଶଲ । ନୂଆ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ନୂଆପଡ଼ା ଗସ୍ତରେ ଯାଉଛନ୍ତି ଡିଜିପି ସୁନୀଲ ବଂଶଲ । ଗସ୍ତ ଅବସରରେ ମାଓ ମୁକାବିଲା ନେଇ ସମୀକ୍ଷା କରିବେ । ଏହାସହ ପଞ୍ଚାୟତ ନିର୍ବାଚନରେ ଆଇନ ଶୃଙ୍ଖଳା ସ୍ଥିତି ନେଇ ମଧ୍ୟ ସମୀକ୍ଷା କରିବେ ଡିଜିପି ସୁନୀଲ ବଂଶଲ । କିପରି ସୁରୁଖୁରୁରେ ପଞ୍ଚାୟତ ନିର୍ବାଚନକୁ ସମ୍ପାଦନ କରାଯିବ, ସେନେଇ ଆଲୋଚନା କରିବେ । ଗସ୍ତ ଅବସରରେ ବରିଷ୍ଠ ଅଧିକାରୀଙ୍କ ସହ ଆଇନୃଙ୍ଖଳା ବାବଦରେ ଆଲୋଚନା କରିବେ ଡିଜିପି । ଏହା ସହ ବିଭାଗୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ ।
BREAKING NEWS
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
Comments are closed.