Latest Odisha News

BREAKING NEWS

ଧାମନଗର ବିଡ଼ିଓ କରୋନା ପଜିଟିଭ ଚିହ୍ନଟ

ଭଦ୍ରକ: ଧାମନଗର ବିଡ଼ିଓ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ବୁଧବାର ଦିନ ସୂଚନା ଦେଇଛନ୍ତି।

ଏସମ୍ପର୍କରେ ଟ୍ବିଟ କରି ସଂକ୍ରମିତ ଅଧିକାରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲା ପ୍ରଶାସନ।

ଉଲ୍ଲେଖଯୋଗ୍ୟ, ଭଦ୍ରକ ଜିଲ୍ଲାରେ ମୋଟ୍ କରୋନା ପଜିଟିଭ ସଂଖ୍ୟା ୩୫୦୩ ରହିଛି। ଏଥିସହିତ ୮୦୩ଟି ସକ୍ରିୟ ମାମଲା ରହିଥିବା ବେଳେ ୨୬୮୭ ଆରୋଗ୍ୟ ଲାଭ କରିଛନ୍ତି।

Comments are closed.