ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ଅଷ୍ଟମ ରାଉଣ୍ଡରେ ସୂରଜ ୫୯୯୧ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୩୬,୦୭୩ ଖଣ୍ଡ ଭୋଟ୍ ମିଳିଛି ।
ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ – ୩୬,୦୭୩
ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ – ୩୦,୦୮୨
କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ – ୧୨୩୬
ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ – ୫୧୪୭
ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ – ୨୧୮
ନୋଟା – ୨୮୮
Comments are closed.