ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା।
ମହାକାଳଙ୍କ କୃପାରେ ଆପଣ ସର୍ବଦା ଉର୍ଜାବାନ ଓ ଜନସେବା ପ୍ରତି ସମର୍ପିତ ରୁହନ୍ତୁ । ଆପଣଙ୍କ ନେତୃତ୍ୱରେ ମଧ୍ୟପ୍ରଦେଶର ପ୍ରଗତି, ସୁଶାସନ ଓ ଜନକଲ୍ୟାଣର ନୂଆ ମାଇଲଖୁଂଟ ସ୍ଥାପିତ କରୁ, ଏହି ଶୁଭେଚ୍ଛା ସହ ଆପଣଙ୍କ ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।
BREAKING NEWS
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି
- ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
- ହକି ୱାର୍ଲ୍ଡ କପ୍ ୨୦୨୬: ନେଦରଲ୍ୟାଣ୍ଡସ ବିପକ୍ଷରେ ଭାରତର କର ବା ମର ମୁକାବିଲା
- India, Singapore sign pacts:ସାମୁଦ୍ରିକ ଐତିହ୍ୟ, ଖାଦ୍ୟ ସୁରକ୍ଷା ଓ ଟେଲିକମ୍ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
- ଆସନ୍ତାକାଲି ଭଦ୍ରକ ଜିଲ୍ଲାର ୧୩୯ ସ୍କୁଲ ଛୁଟି ଘୋଷଣା, ୫ ବ୍ଲକର ୨୨୫ ଅଙ୍ଗନବାଡ଼ି ମଧ୍ୟ ଛୁଟି
- ମନି ଲଣ୍ଡ୍ରିଂ ମାମଲା: ଖଣି ବ୍ୟବସାୟୀ ରତିକାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଇଡି, କ୍ରିପ୍ଟୋ ସ୍କାମ୍ରେ ଇଓଡବ୍ଲ୍ୟୁର କଡ଼ା କାର୍ଯ୍ୟାନୁଷ୍ଠାନ
- ଭିଜିଲାନ୍ସ ଜାଲରେ ଲାଠିକଟା ତହସିଲଦାର: ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ
- ଯଶସ୍ୱୀ ଜୈସୱାଲଙ୍କ କଠିନ ଅଭ୍ୟାସ: କଟ୍ ସଟ୍ ସୁଧାରିବାକୁ ନେଟ୍ସରେ ଝାଳ ବୁହାଉଛନ୍ତି ୟଙ୍ଗ୍ ଓପନର୍
- OUAT Bhubaneswar: ଓୟୁଏଟିରେ ଅଘଟଣ;ଭୁଶୁଡ଼ିଲା ନିର୍ମାଣାଧୀନ ଗେଟ୍ର ଛାତ,ଏକାଧିକ ଶ୍ରମିକ ଆହତ
- ଛାତ୍ରଙ୍କ ଉପରେ ପେଲେଟ୍ ଗନ୍ ମାଡ଼ କଲା କିଏ?’: ଥାନା ବାହାରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ଶେଷରେ ଝୁଙ୍କିଲା ପୋଲିସ

Comments are closed.